Tag Archives: Dharitri Sports News

ସନ୍ନ୍ୟାସ ନେବେ ଦିନିକିଆର ନମ୍ବର ୧ ଅଲରାଉଣ୍ଡର, ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପରେ ଭେଟେରାନ ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ଦିନିକିଆ କ୍ରିକେଟରୁ ଅବସର ନେବେ। ନବୀ ବର୍ତ୍ତମାନ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ନମ୍ବର ୧ ଅଲରାଉଣ୍ଡର। ସେ ୨୦୦୯ରେ…

ଟିମ୍‌ ଇଣ୍ଡିଆକୁ ୧୪୭ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜର ୩ ମୁକାବିଲା ଜାରି ରହିଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨ୟ ଇନିଂସରେ ୧୪୬ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତକୁ ଜିତିବା ଲାଗି ୧୪୭ ରନ୍‌ର ଟାର୍ଗେଟ ମିଳିଛି। ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜାଙ୍କୁ ୫…

ଇନିଂସର ପ୍ରଥମ ବଲ୍‌ରେ ୧୦ ରନ୍‌; ଟେଷ୍ଟ କ୍ରିକେଟରେ ଘଟିଲା ଅଜବ ଘଟଣା; ଦେଖନ୍ତୁ Video

ନୂଆଦିଲ୍ଲୀ,୩୦।୧୦: ବାଲାଂଦେଶ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଏହି ସିରିଜକୁ ବିଜୟରୁ ଆରମ୍ଭ କରିଥିଲା। ଏବେ ଉଭୟ ଟିମ୍‌ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ମୁକାବିଲା ଚଟୋଗ୍ରାମର ଜହୁର ଅହମ୍ମଦ…

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ରବିବାର ଆର୍‌ଜେଡିରେ ସାମିଲ ହୋଇଛନ୍ତି। ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ…

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍‌ ଟି୨୦ ବିଗ୍‌ ବ୍ୟାଶ୍‌ ଲିଗ୍‌ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ…

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…

IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍‌ର ଟସ୍‌ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ ଚୟନ କରିଛି। ଅର୍ଥାତ ଭାରତୀୟ ଟିମ୍‌ ପ୍ରଥମେ ବୋଲିଂ କରିବ। ମ୍ୟାଚ୍‌ ଲାଗି ନ୍ୟୁଜିଲାଣ୍ଡ…

କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍‌ସିବିରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୨୩।୧୦: ଟିମ୍‌ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ଇନିଂସ ଖେଳିଛନ୍ତି। ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ ହେଁ ସଦ୍ୟ…

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର ଆବଶ୍ୟକତା…

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ ବି…

ପଡ଼ିଥିଲେ ବିବାହିତ ମହିଳାଙ୍କ ପ୍ରେମରେ, ଲଢ଼ି ଲଢ଼ି ଜିତିଥିଲେ ବାଜି; କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୧୭।୧୦: ପ୍ରେମରେ ହୃଦୟ ହାରିଥିବା ଭାରତୀୟ କ୍ରିକେଟରଙ୍କ ତାଲିକା ଲମ୍ବା। ହେଲେ ସେମାନଙ୍କ ମଧ୍ୟରେ ଏଭଳି ଜଣେ କ୍ରିକେଟର ଅଛନ୍ତି ଯିଏ ଜଣେ ବିବାହିତା ମହିଳାଙ୍କ ପ୍ରେମରେ ପଡ଼ିଥିଲେ। ସେ ହେଲେ ମ୍ୟାଚ୍‌ ଓ୍ବିନର୍‌ ଅନିଲ କୁମ୍ବଲେ। ଏବେ ଦୁହେଁ ବିବାହ…

ଏହି ୪ ଖେଳାଳିଙ୍କୁ ହିଁ ରିଟେନ୍‌ କରିବ ମୁମ୍ବାଇ ଇଣ୍ଡିଆନ୍ସ, ରୋହିତଙ୍କୁ ନେଇ ଆସିଲା ବଡ଼ ଖବର…

ନୂଆଦିଲ୍ଲୀ,୧୭।୧୦: ଆଇପିଏଲ୍‌ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ନିଷ୍ପତ୍ତି ନେଇଛି। ମେଗା ଅକ୍ସନ ପୂର୍ବରୁ ଦଳ ଯେଉଁ ୪ ଖେଳାଳିଙ୍କୁ ପ୍ରଥମେ ରିଟେନ୍‌ କରିବ ତାହା ସ୍ଥିର କରିଛି। ଏହାଛଡ଼ା ରୋହିତ ଶର୍ମାଙ୍କୁ ନେଇ ଚମକାଇବା ଭଳି ନିଷ୍ପତ୍ତି ନେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri