Tag Archives: Dharitri Sports News

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍‌ ଇଣ୍ଡିଆ…

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ…

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍‌…

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ…

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍‌ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି…

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି ଲେଗ୍‌…

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ଥିଲେ ହେଁ ତାଙ୍କର ଗୋଟିଏ ଝଲକ ପାଇଁ ଆଇପିଏଲ୍‌ ଦେଖୁଛନ୍ତି…

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ ପଞ୍ଜାବ ବିପକ୍ଷରେ ଏହାର ଅନ୍ତିମ ମ୍ୟାଚ୍‌ ୯ ରନ୍‌ରେ ଜିତିଥିଲା। ଏପ୍ରିଲ ୨୨ରେ ଦଳ…

ପଲଟୁରାମ ଗମ୍ଭୀର! ନିଜ କଥାରୁ ନିଜେ ଓହରି ଟ୍ରୋଲ ହେଉଛନ୍ତି କ୍ରିକେଟର…

ନୂଆଦିଲ୍ଲୀ,୧୭।୪: ସର୍ବଦା ନିଜର ବୟାନକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଥାନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର। ଏବେ ପୁଣି ସେ ଥରେ ନିଜର ବୟାନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ହେଲେ ସେ ଏଥର କୌଣସି ଖେଳାଳିକୁ ସମାଲୋଚନା କରିନାହାନ୍ତି।…

ଈଶାନ କିଶନ ବାଦ୍‌, ଏହି ଉଇକେଟକିପରଙ୍କ ଚମକିଲା ଭାଗ୍ୟ; ଟି୨୦ ବିଶ୍ୱକପ୍‌ ଲାଗି ଚୟନ ହେବେ ଏହି ୨୦ ଖେଳାଳି

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌ ୨୦୨୪ ମଧ୍ୟରେ ଟିମ୍‌ ଇଣ୍ଡିଆର ଚୟନକୁ ନେଇ ଆଲୋଚନା ବଢ଼ିଛି। ଜୁନ୍‌ ୨ରୁ ଆରମ୍ଭ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ପାଇଁ ଖୁବ୍‌ଶୀଘ୍ର ଟିମ୍‌ ଇଣ୍ଡିଆ ଘୋଷଣା ହୋଇପାରେ। ଟିମ୍‌ ମ୍ୟାନେଜମେଣ୍ଟ ୨୦ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରସ୍ତୁତ…

ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ଆଗରେ ମୁକ ହୋଇଯାଉଛନ୍ତି ଖେଳାଳି? ଆର୍‌ସିବି ପରାଜୟକୁ ନେଇ ଚମକାଇବା ଭଳି ବୟାନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୧୬।୪: ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସୋମବାର ଦଳ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲାରେ ପରାଜିତ ହୋଇଛି(ଲିଡ୍‌ ରାଉଣ୍ଡରେ ୬ଷ୍ଠ)। ଏଯାବତ ଦଳ ଗୋଟିଏ ମ୍ୟାଚ୍‌ରେ ବିଜେତା ହୋଇଛି। ଖରାପ ପ୍ରଦର୍ଶନ ଯୋଗୁ ଦଳ ପ୍ଲେ ଅଫ୍‌ରେ…

ସନ୍ନ୍ୟାସକୁ ନେଇ ରୋହିତଙ୍କ ବଡ଼ ଖୁଲାସା, ୩ ବର୍ଷ ପରେ…

ନୂଆଦିଲ୍ଲୀ, ୧୨।୪: ଗତ କିଛି ମାସ ଧରି ଜବରଦସ୍ତ ବ୍ୟାଟିଂ କରୁଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ରୋହିତ ଶର୍ମା। ପ୍ରତିଟି ଫର୍ମାଟରେ ରୋହିତ ଲଗାତର ଭାବେ ରନ୍‌ ବର୍ଷା କରୁଛନ୍ତି। ଏବେ ସେ ଆଇପିଏଲ୍‌ର ୧୭ତମ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?