Tag Archives: dharitri

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିଅର ବର୍ଗରେ ମୋଟ୍‌ ୩୯ ଟିମ୍‌ ଭାଗ ନେଇଥିବା ବେଳେ…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଶେଷରେ କାର୍ଯ୍ୟକ୍ଷମ ହୋଇଛି। ଦୈନିକ ‘ଧରିତ୍ରୀ’ ରେ ଖବର ପ୍ରକାଶ ପାଇବା ପରେ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ ମାନହାନି ମାମଲାକୁ ଅଦାଲତ ଭିତ୍ତିହୀନ ଦର୍ଶାଇ ଖାରଜ କରିଦେଇଛନ୍ତି। ପ୍ରକାଶିତ ଖବରରେ କୌଣସି…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଉଠିଲା ଶିଡ଼ି, ଜାତୀୟ ରାଜପଥରୁ…

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାର ଉପରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଘଟଣାରେ ଦାରିଙ୍ଗବାଡ଼ି ତହସିଲଦାର ଧୀରଜ ପାତ୍ର ନେଇଛନ୍ତି ବଡ଼ ପଦକ୍ଷେପ। ଜଣେ ଅମାନିଆ ବ୍ୟବସାୟୀ ଜାତୀୟରାଜପଥର ଡ୍ରେନ୍‌ ଉପରେ ଦୀର୍ଘଦିନ ଧରି ଜବରଦଖଲ କରି ନିଜ ଉପର ଘରକୁ…

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।  

Dharitri Youth Conclave 2025: ସବୁଜିମା ସୁରକ୍ଷାର ଅନନ୍ୟ ନାୟିକା ପରିବେଶବିତ୍‌ ଚାମୀ ମୁର୍ମୁ

ଧରିତ୍ରୀ ୟୁଥ୍‌ କନକ୍ଲେଭ ର ପଞ୍ଚମ ସଂସ୍କରଣ ନଭେମ୍ବର ୨୪ରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ…

ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର,୩୦।୧୦: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ…

ଯନ୍ତ୍ରଣା ଲାଗି ରହିବ

ଗତ ମାସରେ ଜାତିସଂଘ ସାଧାରଣ ସଭାରେ ବ୍ରିଟେନ୍‌, କାନାଡା, ଅଷ୍ଟ୍ରେଲିଆ, ଫ୍ରାନ୍ସ ଏବଂ ପର୍ତ୍ତୁଗାଲ ସମେତ ୧୫୦ରୁ ଅଧିକ ଦେଶ ପାଲେଷ୍ଟାଇନ୍‌କୁ ଏକ ଦେଶ ଭାବେ ସ୍ବୀକୃତି ଦେଇଥିଲେ। ଏହି ପଦକ୍ଷେପ ସହିତ ୭ ଅକ୍ଟୋବର ୨୦୨୩ରେ ହମାସ୍‌ ଆକ୍ରମଣ ପରେ…

ଯୁବଗୋଷ୍ଠୀଙ୍କ ପାଇଁ ଖୁସି ଖବର

ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାର ପ୍ରାଚୀରରେ ପତାକା ଉତ୍ତୋଳନ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅନେକ ଘୋଷଣା ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ବିକାଶିତ ଭାରତ ରୋଜଗାର ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ,…

ଭୟଙ୍କର ଦୁର୍ଘଟଣାରେ ଚୁରମାର୍‌ ହୋଇଗଲା କାର୍‌, ତଥାପି ନିଦରୁ ଉଠିଲେ ନାହିଁ ଚାଳକ, Video ଦେଖିଲେ…

ସୋସିଆଲ ମିଡିଆ ବେଶ ଅଜବ। ଏଥିରେ ପ୍ରତିଦିନ କିଛି ନା କିଛି ଅବିଶ୍ୱସନୀୟ ଦେଖିବାକୁ ମିଳିଥାଏ। ସେଥିରୁ କିଛି ମଜାଦାର ହୋଇଥିବା ବେଳେ କିଛି ହୋସ୍‌ ଉଡାଇ ଦେଇଥାଏ। ଏବେ ସେଭଳି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓଟିରେ ହାଇୱେରେ ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?