ଏହା ହେଉଛି ଦୁନିଆର ପ୍ରଥମ ମୋବାଇଲ ଫୋନ୍: ଇଟା ଭଳି ଆକାର, ଦାମ୍ ଥିଲା ୩.୩୦ ଲକ୍ଷ; ୧୦ ଘଣ୍ଟା ଚାର୍ଜ କଲେ…
ଆଜିକାଲି ସମୟରେ ମୋବାଇଲ ଫୋନ୍ ବା କାହା ହାତରେ ନାହିଁ। ଏବେ ଭଳିକି ଭଳି କମ୍ପାନୀ ଏବଂ ସୁବିଧା ସହ ମୋବାଇଲ ଉପଲବ୍ଧ ହେଉଛି। ହେଲେ କ’ଣ ଆପଣ ପ୍ରଥମ ମୋବାଇଲ ଫୋନ୍ କିଭଳି ଥିଲା ଜାଣନ୍ତି। ଯଦି ନା,...
Dunki Movie Ticket: ମାଗଣାରେ ଦେଖନ୍ତୁ ‘ଡଙ୍କି’; ମିଳୁଛି ଜବରଦସ୍ତ ଅଫର, ଏଭଳି କରନ୍ତୁ ବୁକିଂ
ବମ୍ବେ: ବଲିଉଡ ଅଭିନେତା ଶାହାରୁଖ ଖାନ୍ ଏବଂ ତାପସୀ ପନ୍ନୁ ଅଭିନୀତ ଫିଲ୍ମ ‘ଡଙ୍କି’ ରିଲିଜ ହୋଇଛି। ଦିର୍ଘଦିନ ଧରି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଭିନ୍ନ କ୍ରେଜ୍ ଥିଲା। ଏହାର ପରିଣାମସ୍ବରୂପ ସିନେମାହଲ୍ଗୁଡ଼ିକରେ ଦର୍ଶକଙ୍କ ଗହଳି ଦେଖିବାକୁ ମିଳୁଛି।...
ଘରେ କେତେ ଟଙ୍କା ନଗଦ ରଖିପାରିବେ? ଜାଣନ୍ତୁ କ’ଣ କୁହେ ଆୟକର ବିଭାଗର ନିୟମ
ନୂଆଦିଲ୍ଲୀ,୨୦।୧୨: ଆୟକର ଚଢ଼ାଉରେ ଅନେକ ପ୍ରତିଷ୍ଠିତ ବ୍ୟକ୍ତି ଘରେ କୋଟି କୋଟି ଟଙ୍କାର ନଗଦ ରାଶି ରଖିଥିବା ଜଣାପଡ଼ୁଛି। ନିକଟରେ କଂଗ୍ରେସ ଏମ୍ପି ଧୀରଜ ପ୍ରସାଦ ସାହୁଙ୍କ କଥାକୁ ଉଦାହରଣସ୍ବରୂପ ନିଆଯାଇପାରେ। ତାଙ୍କ ନିକଟରୁ ବିଭାଗ ୩୫୧ କୋଟି ଜବତ...
୨୦୨୪ ନିର୍ବାଚନ ପୂର୍ବରୁ ହ୍ରାସ ପାଉଛି କି କଂଗ୍ରେସର ମନୋବଳ? ଚିଦାମ୍ବରମଙ୍କ ବୟାନରୁ ସ୍ପଷ୍ଟ ହେଲା ‘ଡର’
ନୂଆଦିଲ୍ଲୀ,୧୭।୧୨: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ କଂଗ୍ରେସ ନେତାମାନଙ୍କର ଚିନ୍ତା ବଢ଼ୁଥିବା ନଜର ଆସୁଛି। ନିକଟରେ ୫ ରାଜ୍ୟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳରେ ଛତିଶଗଡ଼ ଏବଂ ରାଜସ୍ଥାନରେ ଭାଜପା ସରକାର ଗଢ଼ିଛି। ସେହିଭଳି ମଧ୍ୟପ୍ରଦେଶ ଏବଂ...
ପାର୍ଲାମେଣ୍ଟ ବାହାରେ ନିଜକୁ ଜଳାଇବାକୁ ଚାହୁଁଥିଲେ ଅଭିଯୁକ୍ତ ସାଗର! ଡାଏରୀରେ ଲେଖିଥିଲେ ‘ବିଦାୟ ନେବାର ବେଳ…’
ନୂଆଦିଲ୍ଲୀ,୧୬।୧୨: ପାର୍ଲାମେଣ୍ଟ ସୁରକ୍ଷାରେ ତ୍ରୁଟି ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି କ୍ରମରେ ଶନିବାର ଅଭିଯୁକ୍ତ ସାଗର ଶର୍ମା ସଦନ ବାହାରେ ନିଜକୁ ନିଆଁ ଲଗାଇବାକୁ ଯୋଜନା କରିଥିବା ଜଣାପଡ଼ିଛି। ଏଥିଲାଗି ସେ ସ୍ବତନ୍ତ୍ର ଭାବେ...
ଏକଦା ଯାହାଙ୍କୁ ଢାବା ମାଲିକ ବୋଲି ଭାବୁଥିଲେ ଲୋକେ, ଏବେ ସେ ସବୁଠୁ ଧନୀ ଟିମ୍ର ଅଧିନାୟକ
ନୂଆଦିଲ୍ଲୀ,୧୬।୧୨: ଜୀବନରେ କୌଣସି ଉପଲବ୍ଧି ହାସଲ କରିବା ଲାଗି ଭାଗ୍ୟ ଯେତିକି ଗୁରୁତ୍ୱପୂର୍ଣ୍ଣ, ପରିଶ୍ରମ ମଧ୍ୟ ଅନୁରୂପ ଭାବେ ଆବଶ୍ୟକ। କ୍ରିକେଟରେ ଏହାର ଅନେକ ଉଦାହରଣ ଦେଖିବାକୁ ମିଳେ। ମଇଦାନରେ ନିଜ ପ୍ରଦର୍ଶନ ବଳରେ ଖେଳାଳିମାନେ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।...
ଚାଇନାର ବେଜିଂରେ ବଡ଼ ଦୁର୍ଘଟଣା: ୨ ଟ୍ରେନ୍ ମଧ୍ୟରେ ଧକ୍କା
ବେଜିଂ,୧୫।୧୨: ଚାଇନାର ବେଜିଂରେ ଥଣ୍ଡା ପାଗ ଯୋଗୁ ମେଟ୍ରୋ ଲାଇନ୍ରେ ଦୁଇଟି ସବ୍ଓ୍ବେ ଟ୍ରେନ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ହାଡ଼ ଭାଙ୍ଗି ଯାଇଥିବା ନେଇ...
ଗ୍ରାହକଙ୍କୁ ଏସ୍ବିଆଇର ଝଟ୍କା, ଗୃହ-ଅଟୋ-ବ୍ୟକ୍ତିଗତ ଋଣ ହେଲା ମହଙ୍ଗା
ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍ବିଆଇ) ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛି। ବ୍ୟାଙ୍କ ଏହାର ଋଣକୁ ମହଙ୍ଗା କରିଦେଇଛି। ଏବେ ଋଣ ଲାଗି ସୁଧ ଦର ୧୦.୧୦%ରୁ ବଢ଼ି ୧୦.୨୫% ହୋଇଛି। ଫଳରେ ଗୃହ ଋଣ, ଅଟୋ ଋଣ, ବ୍ୟକ୍ତିଗତ ଋଣ...
ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…
ନୂଆଦିଲ୍ଲୀ,୧୩।୧୨: ଲୋକ ସଭାରେ ବୁଧବାର ୨ ଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଡେଇଁ ହଙ୍ଗାମା କରିଥିଲେ। ଉଭୟଙ୍କ ପରିଚୟ ସାଗର ଏବଂ ମନୋରଞ୍ଜନ ଭାବେ ହୋଇଛି। ଦୁହେଁ ହଠାତ୍ ଗ୍ୟାଲେରୀରୁ ଡେଇଁ ପଡ଼ି ଧୂଆଁ ଛାଡ଼ିବା ଯୋଗୁ ଗୃହରେ ଭୟର...
ଦ୍ୱିଗୁଣା ହେଲା ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ୍ ଶର୍ମାଙ୍କ ଖୁସି, ଜାଣନ୍ତୁ…
ଜୟପୁର,୧୩।୧୨: ରାଜସ୍ଥାନର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଶୁକ୍ରବାର ଅର୍ଥାତ ଡିସେମ୍ବର ୧୫ରେ ଶପଥ ନେବେ। ଜୟପୁରର ରାମନିବାସ ବାଗ ସ୍ଥିତ ଅଲବର୍ଟ ହଲ୍ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତାଙ୍କ ସହ ଦିୟା କୁମାରୀ ଏବଂ ପ୍ରେମଚାନ୍ଦ...
ଶ୍ରୀସନ୍ଥଙ୍କ ନାଁ ଶୁଣିବା ମାତ୍ରେ ରାଗିଗଲେ ଗମ୍ଭୀର, କହିଦେଲେ ଏମିତି
ନୂଆଦିଲ୍ଲୀ,୧୩।୧୨: ବିବାଦ ଯେଉଁଠି,ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ସେଇଠି। ନିକଟରେ ସେ ପୂର୍ବତନ କ୍ରିକେଟର ଏସ୍. ଶ୍ରୀସନ୍ଥଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ରହିଥିଲେ। ଲିଜେଣ୍ଡସ୍ ଲିଗ୍ କ୍ରିକେଟରେ ଗମ୍ଭୀର ‘ଫିକ୍ସର’ କହିବା ଯୋଗୁ ରାଗି ଯାଇଥିବା ନେଇ...
ଜୋତାରେ ଖାସ୍ ବାର୍ତ୍ତା ଲେଖି ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଖେଳାଳି: ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ଫସିଲେ ବିବାଦରେ…
ନୂଆଦିଲ୍ଲୀ,୧୩।୧୨: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଅଷ୍ଟ୍ରେଲିୟ ଖେଳାଳିଙ୍କ ଆଚରଣକୁ ନେଇ ବିବାଦ ଦେଖାଦେଇଛି। ଘଟଣାକୁ ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ସହ...
Archives


