ଲେଡି ଡନ୍ ପୂଜା ସାଇନି କିଏ? କର୍ନି ସେନା ଅଧ୍ୟକ୍ଷ ସୁଖଦେବଙ୍କ ହତ୍ୟା ମାମଲାରେ ହୋଇଛନ୍ତି ଗିରଫ, ଜାଣନ୍ତୁ…
ଜୟପୁର,୧୨।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଘରେ ପଶି ଗୁଳି କରି ହତ୍ୟା କରିବା ମାମଲାରେ ମଙ୍ଗଳବାର ପୋଲିସ ପୂଜା ସାଇନି ନାମକ ମହିଳାଙ୍କୁ ଗିରଫ କରିଛି। ଏହି ଲେଡି ଡନ୍ଙ୍କ ଘରେ...
ଭଜନଲାଲ୍ ଶର୍ମା କିଏ? ୨୦୦୮ରେ ସ୍ବାଧୀନ ଭାବେ ଲଢ଼ିଥିଲେ, ପ୍ରଥମ ଥର ନିର୍ବାଚନ ଜିତିବା ସତ୍ତ୍ୱେ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
ଜୟପୁର,୧୨।୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ପରେ ଭାଜପା ରାଜସ୍ଥାନରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଚମକାଇଛି। ଦଳ ପ୍ରଥମ ଥର ଲାଗି ବିଧାୟକ ହୋଇଥିବା ଭଜନଲାଲ୍ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରିଛି। ମଙ୍ଗଳବାର ଜୟପୁରରେ ହୋଇଥିବା ବିଧାୟକ ଦଳର ବୈଠକରେ...
ଦଳରୁ ବାଦ୍ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍’
ନୂଆଦିଲ୍ଲୀ,୧୨।୧୨: ଇଂଲଣ୍ଡ କ୍ରିକେଟ ଟିମ୍ ସୋମବାର ଭାରତ ଗସ୍ତ ଲାଗି ଦଳ ଘୋଷଣା କରିଛି। ଏହି ଟିମ୍ରେ ଇଂଲଣ୍ଡ ଅନୁଭବୀ ଅଲରାଉଣ୍ଡର କ୍ରିସ୍ ଓ୍ବକ୍ସଙ୍କୁ ସ୍ଥାନ ମିଳିନାହିଁ। ଫଳରେ ସେ ଭାରତ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରୁ...
ପୁରା ବସ୍ ଖାଲି କରିଦେଲା ଗୋଟିଏ ମାଙ୍କଡ, ପ୍ରଥମେ ଦୌଡ଼ି ପଳାଇଲେ କଣ୍ଡକ୍ଟର; ଭିଡିଓ ଦେଖିଲେ…
ପୁରା ବସ୍ ଖାଲି କରିଦେଲା ଗୋଟିଏ ମାଙ୍କଡ଼। ଏଭଳି ଚକିତ କଲା ଭଳି ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭିଡିଓଟି ଉତ୍ତରପ୍ରଦେଶ ସୀତାପୁର ଅଞ୍ଚଳର। ଏଠାରେ ହଠାତ ଏକ ବସ୍ରେ ମାଙ୍କଡ଼ଟିଏ ପଶିଯିବାରୁ ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ। ପ୍ରଥମେ...
ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍
ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଅବମାନନା ଆବେଦନ ଉପରେ...
କେଇ ସେକେଣ୍ଡରେ ବିଶାଳ କୁମ୍ଭୀରକୁ ଗିଳିଲା ଅଜଗର: କ୍ୟାମେରାରେ କଏଦ ହେଲା ଲୋମ ଟାଙ୍କୁରା ଭିଡିଓ; ଦେଖନ୍ତୁ…
କୁମ୍ଭୀର ଦୁନିଆର ସବୁଠାରୁ ଭୟଙ୍କର ଶିକାରୀମାନଙ୍କ ମଧ୍ୟରୁ ଗୋଟିଏ। ଏହା ବଡ଼ ପଶୁମାନଙ୍କ ଶିକାର ବେଶ ସହଜରେ କରିଦିଏ। ବିଶେଷକରି ପାଣିରେ କୁମ୍ଭୀରର ଶକ୍ତି ଅଧିକ ଥାଏ ବୋଲି କୁହାଯାଏ। ହେଲେ ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ...
୧ରୁ ହେବନି ବସ୍ ଧର୍ମଘଟ
ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର ୧ରୁ ଡାକରା ଦେଇଥିବା ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି।...
ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍ ରହିଛି: ଭାଜପା
ଭୁବନେଶ୍ୱର, ୩୦।୧୧(ସୁନିତ୍ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍ ରହିଛି। ଜବତ ହୋଇଥିବା ଏତେ ପରିମାଣର ଟଙ୍କା ସହ ଗଞ୍ଜେଇ ଚୋରାଚାଲାଣ...
କଏନ୍ ନେବାକୁ ମନା କରିପାରିବେନି ବ୍ୟାଙ୍କ
ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ୫୦ ପଇସାଠାରୁ ଆରମ୍ଭ କରି ୨୦ ଟଙ୍କିଆ କଏନ ଯାଏ କୌଣସି ମୁଦ୍ରା ଅଚଳ ହୋଇନାହିଁ। କୌଣସି ବ୍ୟାଙ୍କ କଏନ୍ ନେବାକୁ ମନା କରିପାରିବେ ନାହିଁ। ତେବେ ସାଧାରଣ ଲୋକେ କଏନ୍ କାରବାରକୁ ନେଇ ଯେଉଁ ସମସ୍ୟାର...
ସୁଡ଼ଙ୍ଗ ଭିତର ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ: କହିଲେ ‘ମୁଢ଼ି ବଞ୍ଚାଇଥିଲା ୧୦ ଦିନ’
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଙ୍ଗିରିପୋଷି(ସଞ୍ଜୟ ଅଗ୍ରଓ୍ବାଲ),୩୦ା୧୧: ଓଡ଼ିଆ ଶ୍ରମିକ ଧୀରେନ ନାଏକ ଓ ଅନ୍ୟ ୪ ଓଡ଼ିଆଙ୍କ ସମେତ ମୋଟ ୪୧ ଶ୍ରମିକ ସୁଡ଼ଙ୍ଗ ଭିତରୁ ବାହାରକୁ ବାହାରିବା ପରେ ପୁନର୍ଜନ୍ମ ପାଇଥିବା ଅନୁଭବ କରିଛନ୍ତି। ବାହାରର ଆଲୋକ ଦେଖିବା...
ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍ ଡିପ୍ରେସନ)ରେ ପରିଣତ ହେବ।...
ରଣବୀର ହେଉଛନ୍ତି ଭାରତର ଶ୍ରେଷ୍ଠ ଅଭିନେତା: ମହେଶ ବାବୁ
ବମ୍ବେ: ନିଜର ଅପକମିଂ ଫିଲ୍ମ ‘ଆନିମଲ’କୁ ନେଇ ଚର୍ଚ୍ଚାରେ ବଲିଉଡ ଅଭିନେତା ରଣବୀର କପୁର। ନଭେମ୍ବର ୨୩ରେ ରିଲିଜ ହୋଇଥିଲା ଏହାର ଟ୍ରେଲର। ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ସେବେଠାରୁ ଦର୍ଶକେ ଏହାର ରିଲିଜ ଡେଟ୍କୁୁ ଅପେକ୍ଷା କରି...
Archives


