ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ
ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ,…


