ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ, ଗାଁରେ ପୂରାଇ ଦେଲେନି ସ୍ଥାନୀୟ ବିଧାୟକ! ଧର୍ମଶାଳା,୧୩।୪: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଛନ୍ତି। ଆରୁହା ଗାଁରେ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ସ୍ୱାଧୀନ ବିଧାୟକ ହିମାଂଶୁ...