ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି ମାପଚୁପ । ଫାର୍ମହାଉସଟି ସରକାରୀ ଜମିକୁ ଆବଶ୍ୟକତାଠୁ ଅଧିକ ଜବରଦଖଲ କରିଥିବା ଅଭିଯୋଗ…
ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…
ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…
ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଛି । ତେବେ ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…
ଯାଜପୁରରେ ଭାରତ ବନ୍ଦର ପ୍ରଭାବ: ଏଆଇଟିୟୁସି କର୍ମୀଙ୍କ ରାସ୍ତା ଅବରୋଧ, କେନ୍ଦ୍ର ସରକାରଙ୍କ…
ଧର୍ମଶାଳା,୧୨ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳୁଛି । ଷୋହଳ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ବିଭିନ୍ନ ଟ୍ରେଡ ୟୁନିୟନ ପକ୍ଷରୁ ଶତାଧିକ କାର୍ଯ୍ୟକର୍ତ୍ତାମାନେ ରାସ୍ତା ଅବରୋଧ କରି କେନ୍ଦ୍ର ସରକାର…
ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି
ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଅନୁସାରେ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…
ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….
ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା ଦୁର୍ବୃତ୍ତ ଲୁଟ୍ କରି ନେଇଥିବା ଅଭିଯୋଗ…
ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…
ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ହଠାତ ଅରିଜିତ ସିଂ ଗଡ଼ମଧୁପୁର ରାଜବାଟିରେ ପହଞ୍ଚିଥିଲେ। ସେଠାରେ ଗଡ଼ମଧୁପୁର ରାଣୀ…
Archives


