Tag Archives: dharmasala news

ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍‌ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ

ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି । ସୂଚନା ଅନୁସାରେ, ନିଖୋଜ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି ମାପଚୁପ । ଫାର୍ମହାଉସଟି ସରକାରୀ ଜମିକୁ ଆବଶ୍ୟକତାଠୁ ଅଧିକ ଜବରଦଖଲ କରିଥିବା ଅଭିଯୋଗ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଛି । ତେବେ ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଯାଜପୁରରେ ଭାରତ ବନ୍ଦର ପ୍ରଭାବ: ଏଆଇଟିୟୁସି କର୍ମୀଙ୍କ ରାସ୍ତା ଅବରୋଧ, କେନ୍ଦ୍ର ସରକାରଙ୍କ…

ଧର୍ମଶାଳା,୧୨ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳୁଛି । ଷୋହଳ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ବିଭିନ୍ନ ଟ୍ରେଡ ୟୁନିୟନ ପକ୍ଷରୁ ଶତାଧିକ କାର୍ଯ୍ୟକର୍ତ୍ତାମାନେ ରାସ୍ତା ଅବରୋଧ କରି କେନ୍ଦ୍ର ସରକାର…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଅନୁସାରେ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା ଦୁର୍ବୃତ୍ତ ଲୁଟ୍ କରି ନେଇଥିବା…

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ହଠାତ ଅରିଜିତ ସିଂ ଗଡ଼ମଧୁପୁର ରାଜବାଟିରେ ପହଞ୍ଚିଥିଲେ। ସେଠାରେ ଗଡ଼ମଧୁପୁର ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?