ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ ହେବାକୁ ଯାଉଛି। ଧର୍ମଶାଳା ମୁନ୍ସୀ ମେଳଣ କମିଟି ଓ ଭାଲୁଖାଇ ଜଗନ୍ନାଥ ମନ୍ଦିର...