ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, କହିଲେ ଭାରତୀୟ ସିନେମା ଜଗତରେ ଏକ … ନୂଆଦିଲ୍ଲୀ,୨୪ା୧୧: ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କିମ୍ବଦନ୍ତୀ ଅଭିନେତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍ଷ୍ଟାଗ୍ରାମରେ ଲେଖିଛନ୍ତି, ‘ଧର୍ମେନ୍ଦ୍ର ଜୀଙ୍କ ଦେହାନ୍ତ...