ନୂଆଦିଲ୍ଲୀ,୨୪ା୧୧: ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କିମ୍ବଦନ୍ତୀ ଅଭିନେତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।…