Dharmendra Hospitalized

ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଧର୍ମେନ୍ଦ୍ର, ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ବଲିଉଡର ହି-ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ। ତାଙ୍କୁ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ଆସିବା ପରେ ପ୍ରଶଂସକମାନେ ଚିନ୍ତିତ ହୋଇପଡ଼ିଛନ୍ତି। ଅନେକ…

1 month ago