ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ… ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ ମାସରୁ ଅଧିକ ସମୟ ଧରି ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ,…