ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…
ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ଭାଜପା। ଧର୍ମେନ୍ଦ୍ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ହେଲେ ଭାଜପା ଓଡ଼ିଶାରେ ୧୦…
ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’
ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି ଏକ୍ସ’ରେ…
ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର…
ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ
ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସୌଜନ୍ୟମୂଳକ ସାକ୍ଷାତ ସହ ନିର୍ବାଚନ ପାଇଁ…
‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!
ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା ହେବା…
୬ ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା
ଭୁବନେଶ୍ୱର, ୨୫।୩(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରାର୍ଥୀ ଘୋଷଣାରେ ଏବେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଯାଇଛନ୍ତି। ହେଲେ ୬ଟି ଲୋକ ସଭା…
ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା
ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର ୭…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ଭାଜପା କୋର କମିଟି ବୈଠକ: ୨୧ ଲୋକସଭା, ୧୪୭ ବିଧାନସଭା ଆସନ ଉପରେ…
ଭୁବନେଶ୍ୱର,୧୬।୩: ମେଣ୍ଟ ଚର୍ଚ୍ଚା ମଧ୍ୟରେ ଶନିବାର ଭାଜପା ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ । ଏହା ପୂର୍ବରୁ ଦଳର କୋର କମିଟି ବୈଠକ ବସିଛି । ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ବସିଛି। ବୈଠକରେ ରାଜ୍ୟ ଭାଜପା ସଭାପତି…
ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ
ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ…
ଧର୍ମେନ୍ଦ୍ରଙ୍କ ଘରେ ଚାଲିଛି ମାନସ ମନ୍ଥନ: ଔପଚାରିକ ମେଣ୍ଟ ଘୋଷଣା ବାକି
ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଦିଲ୍ଲୀରେ ମାନସ ମନ୍ଥନ ଚାଲିଛି। ଏବେ ଔପଚାରିକ ଭାବେ ମେଣ୍ଟ ଘୋଷଣା ବାକି ଥିବା ଜଣାପଡିଛି। ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀରେ ଥିବା ୧୯-କୃଷକ ରୋଡସ୍ଥିତ ସରକାରୀ ବାସଭବନରେ ରାଜ୍ୟ ଭାଜପାର…
କେବଳ ପୁସ୍ତକ ଆମ ପରିଚୟକୁ ବ୍ୟାଖ୍ୟା କରିବାରେ ସାହାଯ୍ୟ କରିବ: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୨୯ା୧: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀ ବିଶ୍ୱ ପୁସ୍ତକମେଳା-୨୦୨୪ ଉଦ୍ଘାଟନ କରିଛନ୍ତି । ଭାରତର ପ୍ରାଚୀନ ଗ୍ରନ୍ଥ ଏବଂ ପୁସ୍ତକଗୁଡ଼ିକ କେବେ ନିଜ ଚମକ ହରାଇ ନାହିଁ ବୋଲି ପ୍ରଧାନ ଏହି…
କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି
ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଧର୍ମେନ୍ଦ୍ର ରାଜ୍ୟ…

