Tag Archives: dharmendra pradhan

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏହି ସମୟରେ, ତିନୋଟି ରାଜ୍ୟ: ଆନ୍ଧ୍ର ପ୍ରଦେଶ,…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା ଦେଇଥିଲେ। ଏହି ଘଟଣାକ୍ରମ ମଧ୍ୟରେ, ଭାଜପା ଏମପି ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ଅର୍ଚ୍ଚିତା…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର ୪୮ ଘଣ୍ଟା ମଧ୍ୟରେ ଘଟଣାକ୍ରମ ଦ୍ରୁତ ଗତିରେ ବଦଳିଗଲା। ସୂତ୍ରରୁ ପ୍ରାପ୍ତ ଖବର…

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ, ୨୦୨୬) ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଛାତ୍ରମାନଙ୍କ ଉପରେ ପିଟିବା ବା ଲାଠିଚାର୍ଜ କରିବାର ନିର୍ଦ୍ଦେଶ କିଏ ଦେଇଥିଲା। ମୁଁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା ହଜାରେଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ କୌଣସି ବି ଆନ୍ଦୋଳନ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ ଜାରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଫଡନାଭିସଙ୍କୁ ଦିଲ୍ଲୀ ଡକାଯାଇଛି ଏବଂ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ ସାରା ଦେଶରେ ଚାଲିଥିବା ଛାତ୍ର ଆନ୍ଦୋଳନ ଚାପରେ ଧର୍ମେନ୍ଦ୍ର ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ କାହାକୁ ଡରିବାର ନାହିଁ, ସ୍ବର ଉଠିଲେ ସମସ୍ତେ ଲାଇନ୍‌ରେ ରହିବେ। ଧର୍ମେନ୍ଦ୍ରଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?