Tag Archives: dharmendra pradhan

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ନୂଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ସରକାରଙ୍କ ପାଇଁ ଏକ ବଡ଼ ରାଜନୈତିକ ଘଟଣା ଭାବରେ ଦେଖାଯାଉଛି।…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସିଭିଲ୍‌ ରାଇଟସ ପ୍ରୋଟେକସନ ଫୋରମ…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ ନେଇ ସେ ଏଥିରେ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୋନମ କେନ୍ଦ୍ର ସରକାରଙ୍କ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ ମୋଡ୍‌ରେ ଅଛନ୍ତି। ପରୀକ୍ଷାରେ ପେପର ଲିକ୍ ଘଟଣାକୁ ରୋକିବା ପାଇଁ ମୋଦୀ କ୍ୟାବିନେଟ୍…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା ସବୁଠାରୁ ସହଜ ନିଷ୍ପତ୍ତି। ଇସ୍ତଫା…

ଅନଶନ ଭାଙ୍ଗିବାର ଏହି ଦୁଇ ବଡ଼ ବିକଳ୍ପ କହିଲେ ସୋନମ ଓ୍ବାଙ୍ଗ୍‌ଚୁକ୍‌, ମୁଁ ଚାହୁଁଥିଲି…

ନୂଆଦିଲ୍ଲୀ,୨୪ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଆମରଣ ଅନଶନ ଜାରି ରଖିଥିବା ବିଶିଷ୍ଟ ପରିବେଶବିତ୍‌ ସୋନମ ଓ୍ବାଙ୍ଗ୍‌ଚୁକ୍‌ ଗୁରୁବାର ରାତିରେ ତାଙ୍କର ଅନଶନ ଭଙ୍ଗ କରିଛନ୍ତି। ତେବେ ଉକ୍ତ ରାତିରେ ମେଦାନ୍ତ ହସ୍ପିଟାଲରେ ଓ୍ବାଙ୍ଗଚୁକ୍‌ଙ୍କୁ ଜୁସ ପିଆଇ ତାଙ୍କର ଅନଶନ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବେ ନା ନାହିଁ? ଜାଣନ୍ତୁ ସୋନମ ଓ୍ବାଙ୍ଗଚୁକଙ୍କୁ କ’ଣ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ ବିରୋଧରେ ଅନଶନରେ ବସିଥିବା କର୍ମୀ ସୋନମ ୱାଙ୍ଗଚୁକ ଗୁରୁବାର ରାତିରେ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏବଂ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ପ୍ରାୟ 12:30 AM ଗୁରୁଗ୍ରାମର ମେଦାନ୍ତ…

ମୋଦିଙ୍କ ମଧ୍ୟରାତ୍ରି ଭିଡିଓକୁ ନେଇ CJPର କଟାକ୍ଷ! ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲା ଏହି କଥା

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ଏକ ବିବୃତ୍ତି ଜାରି କରିଛି । NEET ପେପର୍ ଲିକ୍ ବିରୋଧରେ କଠୋର ବ୍ୟବସ୍ଥା ସମ୍ବଳିତ ଏକ ବିଲ୍ ସଂସଦରେ ଆଗତ କରାଯିବ। ତେବେ ସିଜେପିର ଯୁକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ ସୋସିଆଲ ମିଡିଆ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସେହି ପୋଷ୍ଟରେ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର, ପଦଯାତ୍ରା ଓ ପ୍ରତିବାଦ ସଭା ଗୁରୁବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି।…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର ଏକ ଦିଗ ମଧ୍ୟ ସାଧାରଣ ଲୋକଙ୍କୁ ଆକର୍ଷିତ କରିଛି । ତାଙ୍କ ଶ୍ୱଶୁର…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ ମୁହଁ ଖୋଲିଛନ୍ତି । ସେ ଯୁବପିଢ଼ି ଏବଂ ଛାତ୍ରମାନଙ୍କ ସହ ଜଡିତ ପ୍ରସଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?