ନଦୀପଠାରୁ ମହିଳାଙ୍କ ମୃତଦେହ ଜବତ ଘଟଣାରେ ଯୁବକ ଗିରଫ, ମହିଳାଙ୍କ ସ୍ବାମୀଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରିଥିଲେ ଭୁବନେଶ୍ୱର,୭।୨(ସୂର୍ଯ୍ୟକାନ୍ତ ବେହେରା): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ସ୍ଥିତ ଦୟାନଦୀ ପଠାରୁ ଜାନୁୟାରୀ ୨୮ରେ ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ ଜାରି ରଖିଥିଲେ ମଧ୍ୟ ଏଯାବତ ପରିଚୟ ଖୋଜିପାରି ନାହିଁ। ଫଳରେ ମହିଳାଙ୍କ ମୃତ୍ୟୁକୁ...