ଘରେ ପଶିଗଲା ୧୮ ଚକିଆ ଟ୍ରକ୍, ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି କରମୂଳ ହାତିବାରି ଗ୍ରାମ ରେ ଭୟଙ୍କର ଦୁର୍ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ୧୮ ଚକିଆ ଟ୍ରକ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଏକ ଘର ଉପରେ…