ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ
ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଏକ ଦୁଃଖଦ ଘଟଣା ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ ଅନ୍ତର୍ଗତ…

