ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ
ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର ୮ଟି ବ୍ଲକ ପ୍ରଭାବିତ ହୋଇଛି। ସେହିପରି ଯାଜପୁରର ୩, ମୟୂରଭଞ୍ଜର ୧୩, ସମ୍ବଲପୁରର…
ବାର୍ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ
ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍ହା ଆତଙ୍କ। ବାର୍ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ…
ଭୟଙ୍କର ଦୁର୍ଘଟଣା: ଟ୍ରକ୍ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…
ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ…
ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା
କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ…
ଢେଙ୍କାନାଳରେ ଗଜଲକ୍ଷ୍ମୀ ପୂଜା ପାଇଁ ୩୮ଟି ପୂଜା ମଣ୍ଡପକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା
ଢେଙ୍କାନାଳ,୨୪।୯: ଓଡ଼ିଶା ସରକାର ଢେଙ୍କାନାଳର ଗଜଲକ୍ଷ୍ମୀ ପୂଜା ପାଇଁ ୩୮ଟି ପୂଜା ମଣ୍ଡପକୁ ପ୍ରତ୍ୟେକ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମୋଟ ୧୯ ଲକ୍ଷ ଟଙ୍କା ଏହି…
ଓଡ଼ିଶା ଚାଷୀଙ୍କ ଐତିହାସିକ ସଫଳତା: ସୁଦୂର ଆୟରଲ୍ୟାଣ୍ଡରେ ମିଳିବ ଢେଙ୍କାନାଳର ସବୁଜ ଅମୃତଭଣ୍ଡା, ସାରୁ
ଭୁବନେଶ୍ୱର,୨୪ା୯: ଓଡ଼ିଶାର କୃଷି କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ ହୋଇଛି। ଢେଙ୍କାନାଳର ‘ସପ୍ତଶଯ୍ୟା କୃଷକ ଉତ୍ପାଦକ କମ୍ପାନୀ’ ପ୍ରଥମ ଥର ପାଇଁ ୧୦୦ କିଲୋ ସାରୁ ଓ ୩୨୦ କିଲୋ ସବୁଜ ଅମୃତଭଣ୍ଡା କଲିକତାର ନେତାଜୀ ସୁବାସ ଚନ୍ଦ୍ର ବୋଷ…
ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହି ୩ ଜିଲାରରେ କାଳବୈଶାଖୀ ପ୍ରଭାବ ସମ୍ଭାବନା
ଭୁବନେଶ୍ୱର, ୧୮ା୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଢେଙ୍କାନାଳ ଏବଂ କଟକ ଜିଲା ସହିତ କଟକ ସହର ପାଇଁ ମଧ୍ୟମ ଘଡ଼ଘଡ଼ି ସହ ବିଜୁଳି ଏବଂ ପ୍ରବଳ ପବନ ସମ୍ଭାବନା ଥିବା ସୂଚନା ଦେଇ ଏକ ଅରେଞ୍ଜ ଆଲର୍ଟ ଜାରି କରିଛି।…
ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ
ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା ଅଭିଯୋଗ…
ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ
ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି ହୋଇ…
ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ
ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ…
ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ପରେ , ତେଜିଲା ପ୍ରଶାସନ
ଢେଙ୍କାନାଳ,୧୧।୨: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟା ବଣିଆ ଥାନା କମଳାଙ୍ଗ ଗ୍ରାମ ବ୍ରାହ୍ମଣୀ ନଦୀ କୂଳରେ ଥିବା ବେଆଇନ ନାଲି ଇଟା ଭାଟିକୁ ପ୍ରଶାସନ ରବିବାର ଭାଙ୍ଗି ଦେଇଛି। ସକାଳେ ଜିଲାପାଳ ମନୋରଞ୍ଜନ ମଲିକଙ୍କ ନିର୍ଦ୍ଦେଶରେ ଓଡ଼ାପଡ଼ା ତହସିଲଦାର ମହେଶ୍ୱର…
ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ: ପରିବର୍ତ୍ତନ ନ ହେଲେ ପରିସ୍ଥିତି ବଦଳିପାରେ
କାମାକ୍ଷାନଗର, ୨।୨ (ଅମଜାଦ ଖାନ୍) ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ କଙ୍କଡ଼ାହାଡ଼ ବ୍ଲକର ୨୧ ପଞ୍ଚାୟତ, ପରଜଙ୍ଗ ବ୍ଲକର ୨୯ ସହିତ କାମାକ୍ଷାନଗର ବ୍ଲକର ୬ ପଞ୍ଚାୟତକୁ ନେଇ ଗଠିତ। ୨୦୦୯ ମସିହାରେ କଂଗ୍ରେସ ଛାଡ଼ି ବିଜେଡିକୁ ଆସିଥିବା ଡ.…
Archives


