Tag Archives: dhenkanal

ଓଡ଼ିଆ ଜାତିର ବୀରତ୍ୱ ବଖାଣେ କଳିଙ୍ଗ ଯୁଦ୍ଧ

କାମାକ୍ଷାନଗର, ୧୦।୧୧(ଡି.ଏନ.ଏ.)-କଳିଙ୍ଗ ଯୁଦ୍ଧକୁ ବାଦ୍‌ ଦେଲେ ଓଡ଼ିଶା ଇତିହାସ ଅସମ୍ପୂର୍ଣ୍ଣ। ଆଜି ବି ଓଡ଼ିଆ ଜାତିର ବୀରତ୍ୱ କଥା ବଖାଣେ କଳିଙ୍ଗ ଯୁଦ୍ଧ। ଅତୀତର ସ୍ମୃତିଚାରଣ କଲେ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ବାଟ ଖୋଲିଯାଏ। ଏଥିରୁ ଛାତ୍ରୀଛାତ୍ରଙ୍କ ଅନେକ କିଛି ଶିଖିବାର…

ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ)-ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର…

ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ କରିବା ପାଇଁ ପୂର୍ବରୁ ପ୍ରଶାସନିକ ଅଧିକାରୀମାନେ ନୋଟିସ ମାଧ୍ୟମରେ ଅବଗତ କରାଇଥିଲେ ମଧ୍ୟ ଗ୍ରାମବାସୀଙ୍କ…

ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଯୁବକ ଦ୍ୱୟ ହେଲେ ଅରୁଣ ପ୍ରଧାନ…

ବିଦ୍ୟୁତ୍‌ ଆଘାତରେ ବୃଦ୍ଧା ମୃତ

ଛେଣ୍ଡିପଦା,୨୯।୯(ସ୍ବ.ପ୍ର)-ଛେଣ୍ଡିପଦା ବ୍ଲକ ମାଛକୁଟା ଗ୍ରାମରେ ରବିବାର ବିଦ୍ୟୁତ୍‌ ଆଘାତରେ ବିଦେଶୀ ନାଏକଙ୍କ ସ୍ତ୍ରୀ ଲିଳାବତୀ ନାଏକ(୬୦)ଙ୍କ ମୃତ୍ୟୁ ହୋଇଛି। ଲିଳାବତୀ ଅପରାହ୍ନରେ ଘରୁ ବାହରି ପଡିଶା ଘରକୁ ଯାଉଥିବାବେଳେ ଘର ପାଖରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧରି ପକାଇଥିଲେ। ତେବେ ବିଦ୍ୟୁତ୍‌…

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା

ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ ମାମଲା…

ଶତାଧିକ ମାଛ ମୃତ:ଠିକାସଂସ୍ଥା ନାମରେ ଅଭିଯୋଗ

ବଇଣ୍ଡା,୧୫।୯(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ଚନ୍ଦନ ପୋଖରୀରେ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କରୁଥିବା ଠିକାସଂସ୍ଥା ପକ୍ଷରୁ ଶୁକ୍ରବାରଠାରୁ ରବିବାର ୩ ଦିନ ଧରି ବିଷାକ୍ତ ବସ୍ତୁ ପକାଯାଉଛି। ଫଳରେ ପୋଖରୀ ପାଣି ବିଷାକ୍ତ ହେବାସହିତ ଶତାଧିକ ମାଛ…

ହାଓଡା-ସମ୍ବଲପୁର ଏକ୍ସପ୍ରେସ୍‌ରେ ଭାଙ୍ଗ ଚାଲାଣ: ଧରାପଡ଼ିବା ଭୟରେ ଫିଙ୍ଗିଦେଲେ

ଢେଙ୍କାନାଳ ଅଫିସ, ୧୧।୮-ଯାତ୍ରୀବାହୀ ଟ୍ରେନ୍‌ରେ ଅବାଧରେ ହେଉଛି ନିଶାଦ୍ରବ୍ୟ ଚାଲାଣ। ବେପାରୀମାନେ ଯୋଜନାବଦ୍ଧ ଭାବେ ଚଳାଇଛନ୍ତି ଏଭଳି ବେଆଇନ କାରବାର। ଷ୍ଟେଶନ ଏବଂ ଟ୍ରେନ୍‌ରେ ହୁଗୁଳା ଯାଞ୍ଚ ବ୍ୟବସ୍ଥାର ଫାଇଦା ନେଉଛନ୍ତି ସେମାନେ। ତାହାର ସଦ୍ୟତମ ଉଦାହରଣ ଢେଙ୍କାନାଳ ଜିଲାରେ ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri