ଡକାୟତି ଯୋଜନା ବେଳେ ୮ ଗିରଫ
ତାଳଚେର,୧ା୧୨(ନି.ପ୍ର.)- କଲିୟାରୀ ପୋଲିସ ଡକାୟତି ଯୋଜନା କରୁଥିବା ୮ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁର୍ବୃତ୍ତମାନେ ହେଲେ ସମଲ ଚନ୍ଦ୍ରବିଲ ଗ୍ରାମର ଦିପୁ ଓରଫ ଦୀପକ ପ୍ରଧାନ, କଟକ ଦରଘାବଜାରର ଏମ୍ଡି ଇଞ୍ଜେମାନ, ସେଣ୍ଟ୍ରାଲ କଲେନୀର ନିପୁ ନାଏକ,…
୧୦ ଏକ ଫସଲ ନଷ୍ଟ କଲେ ହାତୀପଲ
ବଇଣ୍ଡା,୨୪।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ବାମୁର ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ବିଶେଷ କରି ରେଢାଖୋଲ ବନାଞ୍ଚଳରୁ ୨୨ଟି ହାତୀ ଏହି ରେଞ୍ଜକୁ ପଳାଇ ଆସି ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। କଦଳୀମୁଣ୍ଡା ପଞ୍ଚାୟତ ଭେଜିଡ଼ିହ ଗ୍ରାମରେ ଶୁକ୍ରବାର ଓ…
ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା: ପମ୍ପ ହାଉସ୍ରେ ତାଲା ଠୁଙ୍କି ପ୍ରତିବାଦ
ପରଜଙ୍ଗ, ୧୭।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ଗ୍ରାମରେ ପାଇପ ପାଣି ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଅଭିଯୋଗ ଆଣିଛନ୍ତି ଅଞ୍ଚଳବାସୀ। ଏହାର ପ୍ରତିବାଦରେ ସେମାନେ ରବିବାର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ପମ୍ପ ହାଉସରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ଫଳରେ…
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
ବଇଣ୍ଡା,୧୭।୧୧(ଡି.ଏନ୍.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କଟରଙ୍ଗା ଗ୍ରାମରେ ଶୁକ୍ରବାର ରାତିରେ ଏକ ଟ୍ରାକ୍ଟର ଓଲଟି ପଡ଼ିଛି। ଏଥିରେ ଟ୍ରାକ୍ଟର ଚାଳକ ପାପସରା ଗ୍ରାମର ଲମ୍ବୋଦର ପ୍ରଧାନଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଏକ ଟ୍ରାକ୍ଟର (ନଂ.ଓଡ଼ି୧୯ଇ୭୫୦୧) କଟରଙ୍ଗା ଅଭିମୁଖେ ଆସୁଥିବାବେଳେ ଚାଳକ…
ବଡ଼ଓଷାରେ ଉତ୍ସବମୁଖର ବୁଦ୍ଧେଶ୍ୱର ଶୈବପୀଠ: ଲାଗି ହେଲା ୨୮୧ ଭଣ୍ଡାର
ଭୁବନ, ୧୦।୧୧(ଡ.ଏନ.ଏ.)-ଭୁବନର ପ୍ରସିଦ୍ଧ ବୁଦ୍ଧେଶ୍ୱର ଶୈବପୀଠରେ ରବିବାର ବଡ଼ଓଷା ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପାରମ୍ପରିକ ଭଣ୍ଡାର ଭୋଗ ଲାଗି କରିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ପଞ୍ଚୁକ ଏବଂ ବଡ଼ଓଷା ପାଇଁ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର…
ଓଡ଼ିଆ ଜାତିର ବୀରତ୍ୱ ବଖାଣେ କଳିଙ୍ଗ ଯୁଦ୍ଧ
କାମାକ୍ଷାନଗର, ୧୦।୧୧(ଡି.ଏନ.ଏ.)-କଳିଙ୍ଗ ଯୁଦ୍ଧକୁ ବାଦ୍ ଦେଲେ ଓଡ଼ିଶା ଇତିହାସ ଅସମ୍ପୂର୍ଣ୍ଣ। ଆଜି ବି ଓଡ଼ିଆ ଜାତିର ବୀରତ୍ୱ କଥା ବଖାଣେ କଳିଙ୍ଗ ଯୁଦ୍ଧ। ଅତୀତର ସ୍ମୃତିଚାରଣ କଲେ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ବାଟ ଖୋଲିଯାଏ। ଏଥିରୁ ଛାତ୍ରୀଛାତ୍ରଙ୍କ ଅନେକ କିଛି ଶିଖିବାର…
ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ
ହିନ୍ଦୋଳ,୧୯ା୧୦(ଡି.ଏନ.ଏ)-ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର…
ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର
ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ କରିବା ପାଇଁ ପୂର୍ବରୁ ପ୍ରଶାସନିକ ଅଧିକାରୀମାନେ ନୋଟିସ ମାଧ୍ୟମରେ ଅବଗତ କରାଇଥିଲେ ମଧ୍ୟ ଗ୍ରାମବାସୀଙ୍କ…
ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ
ଭାପୁର, ୨୯।୯(ଡି.ଏନ୍.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଯୁବକ ଦ୍ୱୟ ହେଲେ ଅରୁଣ ପ୍ରଧାନ…
ବିଦ୍ୟୁତ୍ ଆଘାତରେ ବୃଦ୍ଧା ମୃତ
ଛେଣ୍ଡିପଦା,୨୯।୯(ସ୍ବ.ପ୍ର)-ଛେଣ୍ଡିପଦା ବ୍ଲକ ମାଛକୁଟା ଗ୍ରାମରେ ରବିବାର ବିଦ୍ୟୁତ୍ ଆଘାତରେ ବିଦେଶୀ ନାଏକଙ୍କ ସ୍ତ୍ରୀ ଲିଳାବତୀ ନାଏକ(୬୦)ଙ୍କ ମୃତ୍ୟୁ ହୋଇଛି। ଲିଳାବତୀ ଅପରାହ୍ନରେ ଘରୁ ବାହରି ପଡିଶା ଘରକୁ ଯାଉଥିବାବେଳେ ଘର ପାଖରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧରି ପକାଇଥିଲେ। ତେବେ ବିଦ୍ୟୁତ୍…
ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା
ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…
ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ
ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ ମାମଲା…

