Tag Archives: dhenkanala

ପଛପଟୁ ଧକ୍କା ଦେଲା ବସ୍: ୩ ବାଇକ୍ ଆରୋହୀ ମୃତ

ଢେଙ୍କାନାଳ,୧୦।୧୨: ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜୀବନ ହରାଇଲେ ତିନି ବାଇକ୍ ଆରୋହୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ଖାଇରାମୁଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ-୫୩ ରେ ଏକ ବସ୍ ସେମାନଙ୍କ ଉପରେ ମାଡିଯିବାରୁ ତିନିଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ...

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର ସର୍କଲର ରାଜସ୍ୱ ନିରୀକ୍ଷକ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

ଭାଲୁକୁ ଟ୍ରାଙ୍କୁଲାଇଜର କରିବାକୁ ଯାଇ ନିଜେ ଟ୍ରାଙ୍କୁଲାଇଜ ହୋଇଗଲେ ବନ କର୍ମଚାରୀ

ଢେଙ୍କାନାଳ,୧୦ା୯(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍‌ କଙ୍କଡ଼ାହାଡ଼ ସେକ୍ସନ କେରଜୋଳିଠାରେ ଉପଦ୍ରବ କରୁଥିବା ଏକ ଭାଲୁକୁ ମଙ୍ଗଳବାର ଅପରାହ୍ନରେ ଟ୍ରାଙ୍କୁଲାଇଜର କରାଯାଉଥିବା ବେଳେ ଟ୍ରାଙ୍କୁଲାଇଜର ଇଞ୍ଜେକ୍ସନ ବାଜି ବିରାଶାଳ ଫରେଷ୍ଟର ଦୀପକ ସାହୁ (୪୨) ଗୁରୁତର ହୋଇଛନ୍ତି।...

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି।...

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳରୁ ବରିଷ୍ଠ ନେତାଙ୍କୁ ବାହାର କଲା ବିଜେଡି

ଢେଙ୍କାନାଳ,୨୮ା୨: ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ଢେଙ୍କାନାଳ ଜିଲାର କଙ୍କଡାହାଡାର ପୂର୍ବତନ ବ୍ଲକ ଚେୟାରମ୍ୟାନ୍ କାର୍ତ୍ତିକ ସାହୁଙ୍କୁ ବହିଷ୍କାର କରିଛି। ବିଜେଡି ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ଦଳର ସାଂଗଠନିକ ସଚିବ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri