ନୂଆଦିଲ୍ଲୀ,୧୮।୧୧: ଆଇପିଏଲ୍ରୁ ଖେଳାଳି ଭାବେ ସନ୍ନ୍ୟାସ ନେଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଆଗାମୀ ଦିନରେ ଆଉ ପଡ଼ିଆରେ ହଳଦିଆ ଜର୍ସି ପିନ୍ଧି ଖେଳୁଥିବାର ନଜର ଆସିବେ ନାହିଁ…