IPLରୁ ସନ୍ନ୍ୟାସ ନେବା ପରେ ଏଭଳି ସେଲିବ୍ରେଶନ କଲେ ଧୋନୀ, ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ, ୧୮।୧୧: IPLକୁ ଅଲ୍ବିଦା କହିବା ପରେ ନିଜ ଅବସରକୁ ନିଆରା ଢଙ୍ଗରେ ସେଲିବ୍ରେଟ୍ କରିଛନ୍ତି ଭାରତୀୟ କ୍ରିକେଟ୍ର ମହାନ ଖେଳାଳି ତଥା ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଅଧିନାୟକ ଏମ୍ଏସ୍ ଧୋନୀ। ୪୫ ବର୍ଷ ବୟସରେ IPLରୁ ସନ୍ନ୍ୟାସ ନେବା…

