ଭଙ୍ଗାଯାଏ ଗଢ଼ିବା ପାଇଁ କେ ସବୁ ଯାତନା ସହିପାରନ୍ତି କିପରି? ଜୀବନ ବାରମ୍ବାର ତାଡ଼ନା ଦେଲା ପରେ ବି ସ୍ଥିର ରହିପାରନ୍ତି କିପରି ମଣିଷ। ସମୟ, ପରିସ୍ଥିତି ବିଶେଷକରି ମଣିଷମାନେ ଅନ୍ୟକୁ ଯନ୍ତ୍ରଣା ଦିଅନ୍ତି। ସେଥିରେ ଲୋକେ ଅବିଚଳିତ ହୋଇ ଚୁପ୍ଚାପ୍ ରହନ୍ତି। ପ୍ରତିବାଦ କରନ୍ତି…