ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ କୋଟି କୋଟି ଟଙ୍କା ଦାବି କରି ଏକ ମେସେଜ୍ ମିଳିଛି। ହ୍ବାଟ୍ସଆପ୍ ଭଏସ୍…