‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର ପ୍ରାରମ୍ଭିକ ଦିନ ଏବଂ ଫିଲ୍ମ ଶୁଟିଂ ସମୟରେ ସାମ୍ନା କରିଥିବା କିଛି ଚ୍ୟାଲେଞ୍ଜ…