ହିର୍ଲିପାଲିରେ ବ୍ୟାପୁଛି ଝାଡ଼ାବାନ୍ତି, ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଅତାବିରା,୧୦ା୭(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ହିର୍ଲିପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୫ଦିନ ମଧ୍ୟରେ ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୭ଜଣଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଥିରୁ ୪ଜଣ...