Viseo: ୨ ମିନିଟ ନାଚିବା ପରେ ହୃଦ୍ଘାତରେ ଯୁବତୀଙ୍କ ମୃତ୍ୟୁ ବିଦିଶା, ୧୦।୨: ମଧ୍ୟପ୍ରଦେଶର ବିଦିଶାରେ ଜଣେ ୨୩ ବର୍ଷୀୟା ଯୁବତୀ ଷ୍ଟେଜ୍ରେ ଡ୍ୟାନ୍ସ କରିବା ସମୟରେ ହଠାତ ତଳେ ପଡ଼ିଯାଇଥିଲେ। ହୃଦ୍ଘାତରେ ତାଙ୍କର ମୃତ୍ୟୁ ହୋଇଛି। ସେ ନିଜ ସମ୍ପର୍କୀୟ ଭଉଣୀଙ୍କ ବିବାହ ଉତ୍ସବରେ ନାଚୁଥିବାବେଳେ ଏହି ଅଘଟଣ ଘଟିଛି। ଯୁବତୀ...