ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ… ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା ନେଇ ଅନେକ ଲୋକ ଅଭିଯୋଗ କରିଛନ୍ତି। ହେଲେ ସରକାର ଏହାକୁ ପ୍ରତ୍ୟାହାର କରିବା…