Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ… ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ ଆଶାକୁ ମଧ୍ୟ ପ୍ରତିଫଳିତ କରିବ। ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ…