ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର
ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମତ୍ୟୁ ଘଟିଥିବା ବେଳେ ୩…
ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…
ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ
ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ ଅଳିଆ ପକାଇବାକୁ ନେଇ ଗ୍ରାମର କପିଳ ପାଢ଼ୀଙ୍କ ସହ ସୀମାଞ୍ଚଳଙ୍କ ବଚସା ହୋଇଥିଲା।…
୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପୁରୋହିତ ଜ୍ୟୋତିରାଜ ଦାସ ରବି କୁମାର…
ଶାଗୁଆନ ଜଙ୍ଗଲରେ ନିଆଁ
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସାମାଜିକ କର୍ମୀ ରାଜକିଶୋର ମହାନ୍ତି, ବିକ୍ରମ ସିଂ ଘଟଣାସ୍ଥଳରେ ପହଞ୍ଚି ନିଆଁ…
ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଜେନାମଣି ସାହୁ ଙ୍କ…
ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…
ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ…
ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ
ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଜକର ଗ୍ରାମ ନିକଟସ୍ଥ ମା’…
ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବାସୁଦେବପୁର…
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା ସମସ୍ତଙ୍କୁ…
ଆଇନ ସେବା କମିଟିର ଚିତ୍ରାଙ୍କନ ପ୍ରତିଯୋଗିତା ଫଳାଫଳ ପ୍ରକାଶ
ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ସହଯୋଗ କ୍ରମେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗତ ନଭେମ୍ବର ୨୩ ତାରିଖରେ ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାର ଫଳାଫଳ ପ୍ରକାଶ ପାଇଛି।…
ଅଟୋ ଚାଳକଙ୍କ ମହାନତା: ଯାତ୍ରୀଙ୍କୁ ଫେରାଇଲେ ୬୦ ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍
ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଜଣେ ଯାତ୍ରୀଙ୍କ ହଜିଯାଇଥିବା ଟଙ୍କା ଭର୍ତ୍ତି ବ୍ୟାଗକୁ ଫେରାଇ ସାନଖେମୁଣ୍ଡି ବ୍ଲକ ପାଟପୁର ଅନ୍ତର୍ଗତ ପଳାସପୁର ଗ୍ରାମର ଅଟୋ ଚାଳକ ଟୁକୁନା ସେଠୀ ନିଜର ମହାନତାର ନିଦର୍ଶନ ଦେଖାଇଛନ୍ତି, ଯାହା ସମଗ୍ର ଦିଗପହଣ୍ଡି ଅଞ୍ଚଳରେ ଚର୍ଚ୍ଚାର ବିଷୟ…
Archives


