ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା ସହ ନୂତନ କାର୍ଯ୍ୟ ପାଇଁ ଶିଳାନ୍ୟାସ କରିଛନ୍ତି। ସରପଞ୍ଚ ରଶ୍ମିତା କୁମାରୀ ପ୍ରଧାନଙ୍କ...