ପାରିବାରିକ ହିଂସା, ବାପାଙ୍କ ବେକ କାଟିଦେଲେ ପୋଷ୍ୟ ପୁଅ
ଦିଗପହଣ୍ଡି,୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନ ପ୍ରାୟ ୧ ଟାରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ ହିଂସା କାରଣରୁ ପୋଷ୍ୟପୁଅ କୁନା ସାହୁ ଉତ୍ତେଜିତ ହୋଇ ତାଙ୍କ ବୃଦ୍ଧ ବାପା…
ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ
ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତମାନେ ହେଲେ ଗଞ୍ଜାମ…
ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ
ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଜେଡ଼ି ଦିଗପହଣ୍ଡି ବ୍ଲକ…
ମନ୍ଦିର ନିର୍ମାଣ ସରିବା ପରେ ବି ମିଳୁନି ବକେୟା ଅର୍ଥରାଶି, ବିଡ଼ିଓଙ୍କୁ ଦାବିପତ୍ର
ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ବାରିଆକଟା ଗ୍ରାମ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପୁନଃରୁଦ୍ଧାର ନିମନ୍ତେ ଗତ ୨୦୨୩-୨୪ ଆର୍ଥିକବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପାଣ୍ଠିରୁ ୪ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁରୀ କରାଯାଇଥିଲା। ବ୍ଲକ…
ପ୍ରତାପଗିରି ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ସ୍ଥିତ ରାଜାରାଜୁଡ଼ା ଅମଳର ସାନନ୍ଦ ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ରବିବାର ଉଦଯାପିତ ହୋଇଯାଇଛି । ଏଥି ଉପଲକ୍ଷେ ସାନଖେମୁଣ୍ଡି ରାଜା ସାହେବ…
ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ ୪ ଟାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।…
ବରିଷ୍ଠ ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଓକିଲ ସଂଘର ସଦସ୍ୟ ଭାବେ ଜିଲା ଜଜ କୋର୍ଟରେ…
ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….
ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତ(୪୯) ଏବଂ ସ୍ବର୍ଗତ କାଶୀନାଥ ପ୍ରଧାନଙ୍କ ପୁଅ ଗୋପୀନାଥ ପ୍ରଧାନ(୬୦) ଦନ୍ତା…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନଲାଇନ୍ ନିରାପତ୍ତା ଓ ସାଇବର ଶୋଷଣ ଜନିତ ଅପରାଧକୁ ରୋକିବା ନେଇ…
ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗୁରୁବାର ଠାରୁ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ…
ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା
ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ…
ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗାଁ ର ବି.ତବତ ରେଡ୍ଡୀଙ୍କ ପୁଅ ବି. ବୁଡୁ ରେଡ୍ଡୀ(୩୨), ବି.ଗଣେଶ…
Archives


