Tag Archives: Digapahandi News

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ ପୋଲିସ ସୋମବାର ଗିରଫ କରି ବ୍ରହ୍ମପୁର ଏସଡିଜେଏମ କୋର୍ଟକୁ ଚାଲାଣ କରିଛି ।ମାମଲା…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଶନିବାର ଠାରୁ ଶୁଭାରମ୍ଭ ହୋଇଛି…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୬ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ରୁ ଉର୍ଦ୍ଧ୍ବ…

ଦିଗପହଣ୍ଡିରେ ଧୂମ୍‌ଧାମ୍‌ରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଆରମ୍ଭ: ଅଞ୍ଚଳ କଲୋନୀ ଚଳଚଞ୍ଚଳ

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନ୍‌ରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଶନିବାରଠାରୁ…

ନିଆରା ପରମ୍ପରା ; ପାଟପୁର ପୋଲିସର ପଥର ଉଠା କାର୍ଯ୍ୟକ୍ରମ, ଥାନା ଅଧିକାରୀ….

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପରିସରରେ ପବିତ୍ର ଦଶହରା ପୂଜା ପୂର୍ବରୁ ଗଙ୍ଗାମାତା ଆବାହନ ସମୟରେ ପ୍ରତିବର୍ଷ ଏକ ନିଆରା ପରମ୍ପରା ପାଳନ କରାଯାଉଛି । ଚଳିତବର୍ଷ ଥାନା ଅଧିକାରୀ ଏବଂ ଅନ୍ୟ ପୋଲିସ…

ପଡ଼ୋଶୀ ବିବାଦରୁ ରକ୍ତପାତ! ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା, ୪ ଅଟକ

ଦିଗପହଣ୍ଡି,୨୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗାଁ ଢ଼ିମିରା ସାହିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଛି । ସାହିର ସୁଦର୍ଶନ ବେହେରା(୩୨) ନାମକ ଜଣେ…

ବଡ଼ଡୁମ୍ବୁଳାରେ ମଞ୍ଚସ୍ଥ ହେଲା ସାମାଜିକ ନାଟକ ‘ହରିଶ୍ଚନ୍ଦ୍ର’: ଶୁଭ ଉଦ୍‌ଘାଟନ କଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୯।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବଡ଼ଡୁମ୍ବୁଳା ଗ୍ରାମରେ ମା ‘ଦୂର୍ଗାଙ୍କ ନବରାତ୍ର ପୂଜା ଉପଲକ୍ଷେ ମା’ ବାଙ୍କେଶ୍ଵରୀ ନାଟ୍ୟ ସଂସଦ ପକ୍ଷରୁ ଶ୍ରେଷ୍ଠ ସାମାଜିକ ନାଟକ ‘ହରିଶ୍ଚନ୍ଦ୍ର’ ମଞ୍ଚସ୍ଥ ହୋଇଯାଇଛି । ଶନିବାର ରାତିରେ ଦିଗପହଣ୍ଡି ବିଧାୟକ…

ଖେମୁଣ୍ଡି କଲେଜ ନିର୍ବାଚନ ପରେ ତୁମୁଳକାଣ୍ଡ! ଖଣ୍ଡା-ଭୁଜାଲିରେ ଆକ୍ରମଣ, ପୋଖରୀକୁ ଫିଙ୍ଗିଦେଲେ ବାଇକ୍

ଦିଗପହଣ୍ଡି,୧୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସା ଉଗ୍ର ରୂପ ନେଇଛି । ଶନିବାର ରାତି ପ୍ରାୟ ୨ ଟାରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ବହୁ ସଂଖ୍ୟକ ଯୁବକ ବିଭିନ୍ନ ମାରଣାସ୍ତ୍ର…

ପାଟପୁର କଲେଜରେ BCJDର ବିଜୟ; ଚନ୍ଦନ ସଭାପତି, ଜଗନ୍ନାଥ ସମ୍ପାଦକ

ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜ ଛାତ୍ର ସଂସଦରେ ବିଜେଡିର ବାଜିମାତ ହୋଇଛି । ସଭାପତି ଭାବେ ଚନ୍ଦନ ପୁରୋହିତ ତାଙ୍କ ପ୍ରତିପକ୍ଷ ପ୍ରାର୍ଥୀଙ୍କୁ ୫୨ ଭୋଟ ବ୍ୟବଧାନରେ ପରାଜିତ କରି…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବଚାଷୀଙ୍କ…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ ହୋଇଯାଇଛି । ମା’ ଜଗତଜନନୀଙ୍କ ଧରା ପୃଷ୍ଠକୁ ଅବତରଣ ନିମନ୍ତେ ଆବାହନ କରାଯିବା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ । ପୋଖରୀରେ କିଛି ମୂଲ୍ୟବାନ ଧାତୁର ମୂର୍ତ୍ତି ଥିବା ସଙ୍କେତ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?