Tag Archives: Digapahandi News

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ ଖବର ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୃଜନଶୀଳ ଓଡ଼ିଶା ଏକ ସ୍ବତନ୍ତ୍ର…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ବ୍ଳକ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ରେ ଏକ ଧାନ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ ଶ୍ରେଣୀରେ ପଢୁଥିବା ଡି. ଭିକାରି ଦୋରାଙ୍କ ପୁଅ ଆକାଶ ଦୋରା(୧୨) ଦୋଳି ଖେଳୁଥିଲେ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ ଚତୁର୍ଦ୍ଧାମୂର୍ତ୍ତି କାଳିଆ ଠାକୁର ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ କାଠ ମିସ୍ତ୍ରୀଙ୍କ ମୃତ୍ୟୁ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଘାଟିତ, ବିଧାୟକ ଯୋଗ ଦେଇ…

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହି ଗାନ୍ଧୀ ଛକରେ ଦୁଇଦିନବ୍ୟାପୀ ଖେମୁଣ୍ଡି ଲୋକ କଳା ମହୋତ୍ସବ ସୋମବାର ପୂର୍ବାହ୍ନ ସାଢ଼େ ୧୧ ଟାରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ…

ଏମିତି ବି ଆସେ ମୃତ୍ୟୁ! ଭୋଜି ଖାଉଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ତାପରେ….

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଭୋଜି ଖାଉଥିବା ସମୟରେ ଟଳିପଡ଼ିଲେ ବୃଦ୍ଧା । କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମ ଗୋଲା ସାହିରେ ଘଟିଛି ଏହି ଘଟଣା । ଏ.ମହାଲକ୍ଷ୍ମୀ(୬୨) ନାମ୍ନୀ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ଚାଲିଥିବା ଜୁଆ ଖେଳ ଉପରେ ପାଟପୁର ଥାନା…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?