Tag Archives: Digapahandi News

କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ତଥା ଆଇନଜୀବି ଅଶେଷ ନାଥ ମିଶ୍ର ସଭାରେ…

ଦିଗପହଣ୍ଡି ଦୁର୍ଘଟଣା; ଆହତଙ୍କୁ ଭେଟିଲେ ପରିବହନ ମନ୍ତ୍ରୀ-ବିଧାୟକ, ରେଡକ୍ରସ ପାଣ୍ଠିରୁ ସହାୟତା ଘୋଷଣା   

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଝାଟିପିଟିଆ ଗ୍ରାମ ନିକଟରେ ରବିବାର ସକାଳ ପ୍ରାୟ ୯ ଟାରେ ଯାତ୍ରୀବାହୀ ମିନିବସ ନଂ(ଓ ଆର ୦୭ ଜେ – ୩୩୩୮) ସହ ଶୁଖୁଆ ବୋଝେଇ ପିକ୍ ଅପ୍…

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଗୁରୁବାର ସକାଳ ପ୍ରାୟ ୮ ଟାରେ ଜଣେ ୩୫ ବର୍ଷୀୟ ଯୁବକଙ୍କ…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ…

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ ପୂର୍ବରୁ ମୁସ୍କାନ ନାମକ ଏକ ଚଳନ୍ତା ଯାତ୍ରୀବାହୀ ବସର ଚକା ବାହାରି ପଡ଼ିଲା ।…

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ  ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ…

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା…

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ମୃତକ ହେଲେ ଟିଟୁ ଦୋରା(୩୪) । ମୃତଦେହକୁ ସୋମବାର…

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଟପୁର ଗାନ୍ଧୀ ଛକ ଠାରେ ଉପସ୍ଥିତ ଦଳୀୟ…

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ  ୧ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଅନୁମୋଦିତ…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ…

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri