ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ
ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସେ ହେଲେ ସାନଖେମୁଣ୍ଡି…
ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ
ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭାଗୃହ ଠାରେ ସଭାପତି ରମେଶ ଚନ୍ଦ୍ର ପାତ୍ର ସଭାରେ…
ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ
ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାଜିଷ୍ଟ୍ରେଟ ସରୋନ ବସ୍ତିଆ ସାହାସପୁର ହାଟପଦା- ଜଲମରା ଗ୍ରାମ ରାସ୍ତା…
ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ ବୁଣି ସାରିଲେଣି । କିଛି ଅଞ୍ଚଳର ଧାନ ତଳି କିଆରୀରେ ଧାନ ଗଜା…
ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଏସ.ଆଇ ଶ୍ରୀନିବାସ ଦାସଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପାଟପୁର…
ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ
ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ
ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭ ଏଏସ -୫୬୨୨) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ…
ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…
ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ ଚାଷୀ । ମୃତ ଚାଷୀ ହେଲେ ଉଦୟ ଗୌଡ଼ । ସୂଚନା ଅନୁସାରେ,…
ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ…
ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…
ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ବଜ୍ରପାତ ଯୋଗୁ…
ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଇସିତା ଚଳିତ…

