Tag Archives: Digapahandi News

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର କିଛି ବ୍ୟକ୍ତି ସେଗୁଡିକୁ ନେଇ ଗାଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରଖିଛନ୍ତି। କୌଣସି…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ ଆକ୍ରମଣ ଘଟଣାରେ ଫର୍ଦ୍ଧାଫାଶ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ସାଢେ ୬…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୭ ଟାରେ ଜଣେ ଅଟୋ ଚାଳକଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଛି…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପରିସରରେ ଆୟୋଜିତ ସଭାରେ ସଂଘର ସଭାପତି ରାଜେନ୍ଦ୍ର ସାହୁ ଅଧ୍ୟକ୍ଷତା…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

ପୌରାଣିକ ନାଟକରେ ଆପତ୍ତିଜନକ ଅଭିନୟ; ଦୁଇ ଟ୍ରାନ୍ସଜେଣ୍ଡର ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ, ଥାନାରେ ମାମଲା

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା ‘ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗତ ମେ ୧୨ ତାରିଖରେ ଉଦଯାପିତ ହୋଇଥିଲା। ଯାତ୍ରାରେ ନାଟକ ପରିବେଷଣ ଅଧାରେ ବନ୍ଦ ରହିଥିବାରୁ ଗତ ମଙ୍ଗଳବାର…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ବୁଧବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି ।…

ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ! ସବୁ ଦୋକାନରେ ମିଳୁଛି ମଦ, ଏନଫୋର୍ସମେଣ୍ଟ ସ୍କ୍ବାଡ୍…

ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି । ସହରର ନିର୍ଦ୍ଦିଷ୍ଟ ପାନ ଦୋକାନ, ଢ଼ାବା ହୋଟେଲ, ଜଳଖିଆ ଦୋକାନ ଏବଂ ରାସନ ଦୋକାନମାନଙ୍କରେ ଖୁଲମଖୁଲା ଦେଶୀ ଓ ବିଦେଶୀ ମଦ ବିକ୍ରି…

ଦିଗପହଣ୍ଡିର ବିଶିଷ୍ଟ ଫଟୋଗ୍ରାଫରଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ବିଶିଷ୍ଟ ଫଟୋ ଓ ଭିଡ଼ିଓ ଗ୍ରାଫର ଓଡ଼ି.ପ୍ରଦୀପ କୁମାର(ଟିକି)ଙ୍କ ୫୬ ବର୍ଷ ବୟସରେ ମଙ୍ଗଳବାର ସକାଳେ ପରଲୋକ ହୋଇଛି । ସେ କିଛିଦିନ ହେଲା ଅସୁସ୍ଥ ଥିଲେ । ଭୋରରେ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ ଧକ୍କା ହୋଇଥିଲା । ବି.ଆଦିକନ୍ଦପୁର ଗ୍ରାମର ଚାଷୀ ବାଳକୃଷ୍ଣ ପ୍ରଧାନ(୫୬) ଗୁରୁତର ଆହାତ…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?