Tag Archives: Digapahandi News

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବ୍ରହ୍ମପୁର ଗୋଲାପଲ୍ଲୀ ସାହିର…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ ଏକ ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ୭୦ ଜଣ ଗରିବ ଛାତ୍ରୀଛାତ୍ରଙ୍କୁ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ ସଂଘର୍ଷ ହୋଇଥିଲା । ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ୨ ଭାଇ ସମେତ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟରେ…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଓ ମଣ୍ଡଳ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି । ଜି.ଆର – ମାମଲା ନଂ.୧୨/୨୫ ଅନୁଯାୟୀ କୋର୍ଟ ପକ୍ଷରୁ ଅଶ୍ଵିନୀଙ୍କ ବିରୋଧରେ…

ମାଟ୍ରିକ ପରୀକ୍ଷାରେ ଅଭିଷେକ ଗୌଡ଼ ଦିଗପହଣ୍ଡି ବ୍ଳକ ଟପ୍ପର, କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଚଳିତ ବର୍ଷ ମାଟ୍ରିକ ବୋର୍ଡ଼ ବାର୍ଷିକ ପରୀକ୍ଷାରେ ଏ- ୧ ଗ୍ରେଡ଼ରେ ସଫଳତା ହାସଲ କରିଥିବା କୃତି ଛାତ୍ରୀଛାତ୍ରମାନଙ୍କୁ ବିଦ୍ୟାମନ୍ଦିର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ଜଣାପଡିଛି ।…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି ଗତ ଏପ୍ରିଲ ୨୫ ତାରିଖ ସନ୍ଧ୍ୟା ପ୍ରାୟ ୭ ଟାରେ ମରଣାନ୍ତକ ଆକ୍ରମଣ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ ପାଇଁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି ଗ୍ରାମରୁ ସାମ୍ନାକୁ ଆସିଛି । ଯୁବତୀଙ୍କୁ ଏକ ବିଷଧର ଚିତି ସାପ କାମୁଡିବାରୁ…

ମଙ୍ଗଳବାର ବିଷ ପିଇଦେଇଥିଲେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଲିଜା

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଠାକୁରାଣୀ ଛକରେ ରହୁଥିବା କେଶବ ଦଳାଇଙ୍କ ଝିଅ ଲିଜା ଦଳାଇ(୨୦)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ବୁଧବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ ପାଇଁ ମଙ୍ଗଳବାର ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?