ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ ଏବଂ କାର୍ଯ୍ୟାଳୟର ସମସ୍ୟାକୁ ନେଇ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବୁଧବାର…

