ଦିଗପହଣ୍ଡିରେ ନୂତନ ତହସିଲଦାରଙ୍କ ଦାୟିତ୍ୱ ଗ୍ରହଣ ଦିଗପହଣ୍ଡି,୩ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲଦାର ଭାବେ ସନ୍ତୋଷ କୁମାର ସାହୁ ସୋମବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡ଼ିଛି । ପୂର୍ବରୁ ଏଠାରେ ଥିବା ତହସିଲଦାର ଅନିତା କୁମାରୀ ସାହୁଙ୍କ ବୌଦ୍ଧ ତହସିଲ କାର୍ଯ୍ୟାଳୟକୁ ବଦଳି ହୋଇଯାଇଛି । ରାଜ୍ୟ…