ଦିଗପହଣ୍ଡି,୧୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା' ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ଶନିବାର ବିଳମ୍ବିତ ରାତିରୁ ଶୁଭାରମ୍ଭ ହୋଇଛି।…