ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା
ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ ପ୍ରେମନଗର ସାହିର…
ଦିଗପହଣ୍ଡିରେ ପ୍ରବଳ ବର୍ଷା: ପୁଣି ଖୋଲାଗଲା ଘୋଡ଼ାହାଡ଼ ଡ୍ୟାମ୍ର ୩ ଗେଟ୍, ଫାସିଗୁଡ଼ାରେ ମନ୍ଦିରରେ ଫସିଥିବା ୧୫ ଜଣଙ୍କୁ…
ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ବନ୍ୟା ବିଭୀଷିକା ଦେଖାଦେଇଛି। ଦିଗପହଣ୍ଡିରେ ୩୬୫ ମିଲିମିଟର ଏବଂ ଘୋଡ଼ାହାଡ଼ ଡ୍ୟାମ୍ ଅଞ୍ଚଳରେ ୪୩୬ ମିଲିମିଟର ରେକର୍ଡ…
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବେହାଲ ଦିଗପହଣ୍ଡି : ମୁଖ୍ୟ ରାସ୍ତାରେ ୩ ଫୁଟ୍ର ପାଣି, ବ୍ୟାଙ୍କ୍- ଘରେ ପଶିଲା ନର୍ଦ୍ଦମା ଜଳ
ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ତୁହାକୁ ତୁହା ମୁଷଳଧାରାରେ ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ବିଶେଷକରି ସହରର ବସଷ୍ଟାଣ୍ଡ, ୨ ନମ୍ବର ୱାର୍ଡର ସାହାଣୀ ସାହି, ବିଷ୍ଣୁପ୍ରିୟା ନଗର, କାଳିଆ…
ଦିଗପହଣ୍ଡି ଠାକୁରାଣୀ ଯାତ୍ରା: ମା’ ଘରେ ପୂଜା ପାଇଲେ ବୁଢ଼ୀ ଠାକୁରାଣୀ, ଭଉଣୀ ଫୁଲସୁନ୍ଦରୀଙ୍କ ସହ ହେଲା ଭେଟ
ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବର ଷଷ୍ଠ ଦିବସ ଶ୍ରଦ୍ଧା ଓ ଭକ୍ତିପୂର୍ଣ୍ଣ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ଆଶ୍ୱିନ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ବଜାରସାହି ଗାନ୍ଧୀଛକ…
ଦିଗପହଣ୍ଡିରେ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା: ଫୁଲମଣ୍ଡାରେ ବିଜେ ହେଲେ ମା’ ସାଆନ୍ତାଣୀ
ଦିଗପହଣ୍ଡି,୧୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ବିବେଚିତ ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ୫୩ ତମ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ଶନିବାର ଆଶ୍ୱିନ ସପ୍ତମୀ ତିଥିର ବିଳମ୍ବିତ ରାତିରୁ ଶୁଭାରମ୍ଭ ହୋଇଛି। ଯାତ୍ରା…
୭୬ତମ ଉତ୍କଳ ପ୍ରାଦେଶିକ ଭକ୍ତ ସମ୍ମିଳନୀ: ଯୋଗଦେବେ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତ
ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ପରମହଂସ ପରିବ୍ରାଜକାଚାର୍ଯ୍ୟ ଶ୍ରୀମଦ ସ୍ୱାମୀ ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦ ସରସ୍ୱତୀ ଦେବଙ୍କ ପ୍ରବର୍ତ୍ତିତ ୭୬ତମ ଉତ୍କଳ ପ୍ରାଦେଶିକ ଭକ୍ତ ସମ୍ମିଳନୀ ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ନିଗମାନନ୍ଦ ଆସନ ମନ୍ଦିର…
ଦିଗପହଣ୍ଡିରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ, କୃତୀ ଛାତ୍ରଛାତ୍ରୀ…
ଦିଗପହଣ୍ଡି,୧୪।୧୦(ଅଶେଷ ନାଥ ମିଶ୍ର): ଶିଶୁମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ ସେମାନଙ୍କୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ଦିଗପହଣ୍ଡି ବ୍ଲକ୍ ବି. ତୁରୁବୁଡ଼ି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆନନ୍ଦ-ଉଲ୍ଲାସ…
ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ
ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀପତ୍ର ଯାଞ୍ଚ ସମୟରେ ସମ୍ପାଦକ ଏବଂ ସହ-ସମ୍ପାଦକ ପଦବୀ ପାଇଁ ନାମାଙ୍କନ ଦାଖଲ…
ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସାଂଘାତିକ ଆକ୍ରମଣରେ…
କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…
ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ପ୍ରାୟ ଦେଢ଼ ମାସ ପୂର୍ବେ କୃଷ୍ଣସାର ମୃଗ…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବତନ ସରପଞ୍ଚ ପୀତାମ୍ବର ଗୌଡ଼ଙ୍କ ନେତୃତ୍ୱରେ ଏକ…
ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ ରାଜ୍ୟ…

