Tag Archives: digapahandi

ହୋଟେଲ୍ ମାଲିକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜେଲ୍ ଗଲେ ଜଣେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭ୍ରମରପୁର ଗ୍ରାମରେ ଜଳଖିଆ ହୋଟେଲ୍ ମାଲିକ ଭଗବାନ ମିଶ୍ର ଓ ତାଙ୍କ ଭାଇ ରବୀନ୍ଦ୍ର ମିଶ୍ରଙ୍କୁ ହତ୍ୟା ଉଦ୍ୟମ କରାଯିବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।…

ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଆରମ୍ଭ, ସୁପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ

ଦିଗପହଣ୍ଡି,୩୧|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି  ନୂଆସାହି  ଆରାଧ୍ଯ ଦେବୀ ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରତିବର୍ଷ ଭଳି ଚଳିତ  ବର୍ଷ ମାଁ ଙ୍କ ଯାତ୍ରା ଭାଦ୍ରବ ଶୁକ୍ଳ ଏକାଦଶୀ ତିଥି ଠାରୁ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ।…

ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଅପମୃତ୍ୟୁ ମାମଲା ରୁଜୁ

ଦିଗପହଣ୍ଡି, ୨୦|୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପଦ୍ମନାଭପୁର ଗ୍ରାମରେ ଥିବା ଏକ ପୋଖରୀରୁ ରବିବାର ଅପରାହ୍ନରେ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପଦ୍ମନାଭପୁର ମେଳା ମଣ୍ଡପ ସାହିର…

ଦିଗପହଣ୍ଡି ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା: ତାଲିମ ପରେ ସରିଲା ମକ୍ ଡ୍ରିଲ୍   

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପ୍ରଶାସନ ଓ ଦିଗପହଣ୍ଡି ବ୍ଳକ ପ୍ରଶାସନର ମିଳିତ ସଂଯୋଜନାରେ ଦିଗପହଣ୍ଡି ବ୍ଳକ ଅଧିନସ୍ଥ ଖମାରି ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ସ୍ଥିତ ବହୁମୁଖୀ ବନ୍ଯା ଆଶ୍ରୟସ୍ଥଳୀ ପରିସରରେ ବିପର୍ଯ୍ୟୟ ପରିଚାଳନା ନେଇ ଗୁରୁବାର ସଚେତନତା…

ଦେଶୀମଦ ଭାଟିରେ ପଶି ବଟି ମାଗିବା ଅଭିଯୋଗ: ଖବରଦାତାଙ୍କ ନାମରେ ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରକାରୀ ଲାଇସେନ୍ସ ପ୍ରାପ୍ତ ଦେଶୀମଦ ଭାଟି ଭିତରକୁ ଜବରଦସ୍ତ ପ୍ରବେଶ କରି ଉପସ୍ଥିତ କର୍ମଚାରୀଙ୍କୁ ଭୟଭୀତ କରି ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ଏକ ନିର୍ଦ୍ଦିଷ୍ଟ ବୈଦ୍ୟୁତିକ ଚ୍ୟାନେଲର ଖବରଦାତାଙ୍କ…

ମନ୍ଦିର ପ୍ରତିଷ୍ଠାକୁ କେନ୍ଦ୍ରକରି ଜିଉରା ଗାଁ ଅଶାନ୍ତ; ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ

ଦିଗପହଣ୍ଡି, ୩୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଜିଉରା ଗ୍ରାମରେ ମା ‘ ରତ୍ନେଇ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶୁକ୍ରବାର ଉଭୟ ଗୋଷ୍ଠୀ…

‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…

ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ବୁଲୁ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ; ପୀଡିତ ପରିବାରକୁ ଆକ୍ରମଣ ଉଦ୍ୟମ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ତଥା…

ଭଙ୍ଗା ସ୍କୁଲ ଘରେ ରଖି ରଖୁଥିଲେ ଶାରୀରିକ ସମ୍ପର୍କ, ପୋଲିସ ଆଗରେ ଅପହରଣ କାହାଣୀ କହିଲେ ନାବାଳିକା, ଏବେ ଅଭିଯୁକ୍ତ…

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ମାମୁ ଗତ ୧୫ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଥାନା…

ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ବୋହୂଙ୍କୁ ବିଷ ଦେଇ ମାରିଦେଲେ; ସ୍ବାମୀଙ୍କୁ ଅଟକ ରଖି…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଜଣେ ବିବାହିତାଙ୍କୁ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବିବାହିତାଜଣଙ୍କ ହେଲେ ରିତୁ ବେହେରା। ଏନେଇ ରିତୁ ଙ୍କ ବାପା ଯୋଗେନ୍ଦ୍ର ପାଟପୁର…

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମାମୁ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍‌ପି…

ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ ଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri