Tag Archives: digapahandi

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀ ସଚେତନତା ସଭାରେ ଅଧ୍ୟକ୍ଷତା କରି ଛାତ୍ରୀଛାତ୍ରଙ୍କ…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା। ସ୍ଥାନୀୟ ପୁରୁଣା କୋର୍ଟ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟ କୋଠାରେ ପ୍ରତିଷ୍ଠା…

ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ

ଦିଗପହଣ୍ଡି,୨୫ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମେଘଝୋଳି ଗ୍ରାମରେ ଶନିବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ନୂଆବନ୍ଧ ପୋଖରୀରେ ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ତୃତୀୟ ଶ୍ରେଣୀ…

ବୃକ୍ଷ ମହାଯଜ୍ଞ ଉଦ୍‌ଘାଟିତ: ବିଭିନ୍ନ କିସମର ଚାରାରୋପଣ କରି ଅତିଥି କହିଲେ ବୃକ୍ଷ ରହିଲେ ଆମେ…

ଦିଗପହଣ୍ଡି,୧୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ କଲେଜ ଛକ ନିକଟରେ ଥିବା ଥିବା ମା’ ଶ୍ୟାମଳାଇ ବଣିକ ସଂଘର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଗ୍ରାମରେ ବୃକ୍ଷ ମହାଯଜ୍ଞ ଆୟୋଜନ କରାଯାଇଥିଲା। ଗ୍ରାମରେ ବିଶାଳ ସଚେତନତା…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ ଡ୍ୟାମରୁ ସ୍ପିଲଓ୍ବେ ମୁଖ୍ୟ ଫାଟକର ୨ଟି ଗେଟ୍‌ ଦେଇ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ। ସେ ପାଟି କରିବାରୁ ଯୁବତୀଙ୍କ ମା’…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣରେ ଘୁଷୁରୀ ଚରାଇବାକୁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି। ଗତ ମଙ୍ଗଳବାର ବୁରିପଦର ଗ୍ରାମ୍ୟ ଜଙ୍ଗଲରୁ ଜେସିବିି…

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ…

ଗାଁରେ ବାଘ ଆତଙ୍କ: ରାତିରେ ଗୁହାଳେ ପଶି ଖାଇଯାଉଛି ଛେଳି, ଗ୍ରାମବାସୀ ସତର୍କ ରହିବା ପାଇଁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍‌ର ଜକର ଗ୍ରାମ ନିକଟ ମା’ ରତନେଇ ମନ୍ଦିର ପାଖରେ ବାଘ ଆତଙ୍କ ଲାଗି ରହିଛି। ବାଘ ଜଣେ ବ୍ୟକ୍ତିଙ୍କ…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି।…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?