Tag Archives: digapahandi

ଭଙ୍ଗା ସ୍କୁଲ ଘରେ ରଖି ରଖୁଥିଲେ ଶାରୀରିକ ସମ୍ପର୍କ, ପୋଲିସ ଆଗରେ ଅପହରଣ କାହାଣୀ କହିଲେ ନାବାଳିକା, ଏବେ ଅଭିଯୁକ୍ତ…

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ମାମୁ ଗତ ୧୫ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଥାନା…

ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ବୋହୂଙ୍କୁ ବିଷ ଦେଇ ମାରିଦେଲେ; ସ୍ବାମୀଙ୍କୁ ଅଟକ ରଖି…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଜଣେ ବିବାହିତାଙ୍କୁ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବିବାହିତାଜଣଙ୍କ ହେଲେ ରିତୁ ବେହେରା। ଏନେଇ ରିତୁ ଙ୍କ ବାପା ଯୋଗେନ୍ଦ୍ର ପାଟପୁର…

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମାମୁ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍‌ପି…

ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ ଚନ୍ଦ୍ର…

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ  

ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ ଶଙ୍କର ଦଣ୍ଡକାଳୀ ନାଟ୍ୟ ସଂସ୍ଥା ରେ ନୃତ୍ୟ ପରିବେଷଣ କରୁଥିବା କୋଟିନଡା ଗ୍ରାମର କିନ୍ନର…

ଦିଗପହଣ୍ଡିରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ

ଦିଗପହଣ୍ଡି,୧୫ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ବ୍ଲକ୍‌ ସଦର ମହକୁମାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନଶକ୍ତି ଭବନଠାରେ ଅନୁଷ୍ଠିତ ହୋଇଛି। ଅଙ୍ଗନୱାଡ଼ି ସୁପ୍ରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ କେ.ନୂଆଗାଁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତଙ୍କ ଜାମିନ ଆବେଦନ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ…

ପାରିବାରିକ କଳହରୁ ଡିନାମାଇଟ ଲଗାଇ ଘର ଉଡାଇ ଦେଇଥିଲେ ସ୍ୱାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନରେ ଡିନାମାଇଟ ଦ୍ଵାରା ଘର ବିସ୍ଫୋରଣ ଘଟଣାରେ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରି ଶୁକ୍ରବାର…

‘ଜାତୀୟ ଶିକ୍ଷାନୀତି’ ସମ୍ପର୍କିତ ଆଲୋଚନା ଚକ୍ର

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଶିକ୍ଷା ବିଭାଗ ପକ୍ଷରୁ ” ଜାତୀୟ ଶିକ୍ଷାନୀତି ୨୦୨୦ ଏକ ଆହ୍ବାନ “ବିଷୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ…

ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ ଉଡ଼ି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ଗାଁ’ରେ ଚାଲିଥିବା ମା’ ଦଣ୍ଡକାଳୀଙ୍କ ନାଚ ଦେଖିବାକୁ…

ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଓଡାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ରମାଦେବୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ରବିବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଥିବା ଜଣାପଡିଛି। ଦୀର୍ଘ ୧୨ ବର୍ଷ ପରେ ଗ୍ରାମରେ ମା’ଙ୍କ ଯାତ୍ରା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?