Tag Archives: digapahandi

ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର: ମାମଲା ରୁଜୁ କଲା ପୋଲିସ 

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି.ସଞ୍ଜୟ ରେଡ୍ଡୀଙ୍କୁ ତାଙ୍କ ପଡୋଶୀ ଜି. ଡୋରା ରେଡ୍ଡୀ ଓ ତାଙ୍କ ସମ୍ପର୍କୀୟ ମାନେ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।ସଞ୍ଜୟ ଏନେଇ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ…

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା…

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ ଯାତ୍ରାପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଯାତ୍ରାକମିଟି ସଭାପତି ସିମାଞ୍ଚଳ ପାତ୍ର,କାର୍ଯ୍ୟକର୍ତ୍ତା ରବୀନ୍ଦ୍ର ରେଡ୍ଡୀ,ଅଭିମନ୍ୟୁ ମହାରଣା,ଦୀପକ…

ଦିଗପହଣ୍ଡିରେ ଶିଶୁଙ୍କ ନାମଲେଖା, ଶିଶୁ ବାଟିକା ସଚେତନତା କାର୍ଯ୍ୟକ୍ରମ

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ବ୍ଳକ ଓ ଏନଏସି ଅଧିନ ବିଦ୍ୟାଳୟ ମାନଙ୍କରେ ଶିଶୁଙ୍କ ନାମଲେଖା ତଥା ଶିଶୁ…

ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ: ୩ ଦିନ ପରେ ଗାଁ’ରେ ପହଞ୍ଚିଲା ମୃତଦେହ

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ଦାଦନ ଶ୍ରମିକ ଏ.ଯୋଗେନ୍ଦ୍ର ପାତ୍ର (୪୫) ଟ୍ରେନରୁ ଖସି ମୃତ୍ୟୁ ବରଣ କରିଛନ୍ତି। ରାଜେନ୍ଦ୍ର ପ୍ରାୟ ୬ ମାସ ପୂର୍ବେ କାମ କରିବାକୁ ମହାରାଷ୍ଟ୍ର ଯାଇଥିଲେ। ସେ ସେଠାକାର…

ଜୁଆ ଆଡ୍ଡାରେ ଚଢାଉ ବେଳେ ଆକ୍ରମଣ, ମାମଲା ରୁଜୁ କଲା ପୋଲିସ       

ଦିଗପହଣ୍ଡି, ୧୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା ସଦଳବଳେ ଭୀଷ୍ମଗିରି ଇଲାକାରେ ମଙ୍ଗଳବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି ଫେରୁଥିବା ବେଳେ ଗ୍ରାମ ନିକଟ ଏକ ଆମ୍ବତୋଟାରେ ଗ୍ରାମର ରାଜା ମହାନ୍ତି, ଶରତ ବେହେରା ଏବଂ ସୁରେନ୍ଦ୍ର…

ଅଭାବନୀୟ ଘଟଣା: ଦାଦନ ଖଟିବାକୁ ଚେନ୍ନାଇ ଯାଉଥିବା ବେଳେ ଟ୍ରେନରୁ ଖସି ଓଡ଼ିଆ ଯୁବକଙ୍କ ମୃତ୍ୟୁ 

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଗୋପାଳପୁର ଗ୍ରାମର ଶ୍ରମିକ ଅଜିତ କୁମାର ଭୁଁୟା (୨୫) କାମ କରିବାକୁ ଟ୍ରେନରେ ଚେନ୍ନାଇ ଯାଉଥିବା ବେଳେ ଆନ୍ଧ୍ର ପ୍ରଦେଶ ପଲାସା ଷ୍ଟେସନ ନିକଟରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଜଣାପଡିଛି।…

ଖେମୁଣ୍ଡି ଅଞ୍ଚଳ କାଳଞ୍ଜି ସମାଜ କୁଳଗୃହ ପ୍ରତିଷ୍ଠା ଉତ୍ସବ

ଦିଗପହଣ୍ଡି, ୯।୩(ଅଶେଷ ନାଥ ମିଶ୍ର): ନିଖିଳ ଉତ୍କଳ ଓଡ୍ରଖଣ୍ଡାୟତ କାଳଞ୍ଜି ସମାଜ ଚାଞ୍ଚଡାପଲ୍ଲୀ କୁଳଘର ପ୍ରତିଷ୍ଠା ଉତ୍ସବ ରବିବାର ମହାସମାରୋହରେ ଅନୁଷ୍ଠିତ ହୋଇଥିଲା।ଖେମୁଣ୍ଡି ଅଞ୍ଚଳ ପରିଷଦ ସଭାପତି ରାମନାଥ ବିଷୋୟୀଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମହୁରୀ, ଆସ୍କା, କଇଁଣ୍ଡି ଅଞ୍ଚଳ ପରିଷଦ…

ବିଦ୍ୟାଳୟର ବାର୍ଷିକୋତ୍ସବ: ‘ଶୃଙ୍ଖଳା ହିଁ ସଫଳତାର ଚାବିକାଠି’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର)” ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୂଷୁଣ୍ଡା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବୁଧବାର ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସହକାରୀ ଶିକ୍ଷକ ସୁଧାଂଶୁ ଶେଖର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି…

ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ ବୁଧବାର ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ…

ଦିଗପହଣ୍ଡିରେ ନୂତନ ତହସିଲଦାରଙ୍କ ଦାୟିତ୍ୱ ଗ୍ରହଣ 

ଦିଗପହଣ୍ଡି,୩ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲଦାର ଭାବେ ସନ୍ତୋଷ କୁମାର ସାହୁ ସୋମବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡ଼ିଛି । ପୂର୍ବରୁ ଏଠାରେ ଥିବା ତହସିଲଦାର ଅନିତା କୁମାରୀ ସାହୁଙ୍କ ବୌଦ୍ଧ ତହସିଲ କାର୍ଯ୍ୟାଳୟକୁ ବଦଳି ହୋଇଯାଇଛି । ରାଜ୍ୟ…

କର୍କଟ ରୋଗ ନିରାକରଣ ସଚେତନତା 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗୁରୁବାର କର୍କଟ ରୋଗ ନିରାକରଣ ସଚେତନତା ଏବଂ ରୋଗୀ ଚିହ୍ନଟ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ପ୍ରତିନିଧି ପଲ୍ଲବୀ ଗୌଡ଼ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଟକ ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?